Home Bibles ☰ Books ଗଣନା ପୁସ୍ତକ 29:22 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 29:22 · ଓଡ଼ିଆ ବାଇବେଲ

ଆଉ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛଳେି ଉତ୍ସର୍ଗ କରିବା ଉଚିତ୍। ଏ ସମସ୍ତ ନିତ୍ଯ ହାମବେଳି ଓ ସମାନଙ୍କେ ଅନୁରୂପ ଶସ୍ଯ ନବୈେଦ୍ଯ ଓପଯେ ନବୈେଦ୍ଯ ବ୍ଯତୀତ ସହେିସବୁ ତୁମ୍ଭମାନେେ ଉତ୍ସର୍ଗ କରିବ।

Cross references

ଗୀତସଂହିତା 16:4

କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦବେତାମାନଙ୍କୁ ପୂଜା କରନ୍ତି, ସମାନେେ ଅଧିକ ଦୁଃଖ ପାଆନ୍ତି। ମୁଁ ସମାନଙ୍କେ ସହିତ ଏକମତ ହାଇପୋରିବି ନାହିଁ। ଯେଉଁମାନେ ସହେି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସମାନଙ୍କେର ନାମ ମୁଁ କବେେ ଉଚ୍ଚାରଣ କରିବି ନାହିଁ।

ଯୋୟେଲ 1:9

ସଦାପ୍ରଭୁଙ୍କର ଯାଜକ ଓ ପରିଗ୍ଭଳକଗଣ ରୋଦନ କର। କାରଣ ସଦାପ୍ରଭୁଙ୍କ ମନ୍ଦିରର ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଆଉ ରହିବ ନାହିଁ।

ଯୋୟେଲ 1:13

ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ବର ରେ ବିଳାପ କର। ହେ ୟଜ୍ଞବଦେୀର ପରିଗ୍ଭଳକ ଗଣ, ତୁମ୍ଭମାନେେ ଚଟ ବସ୍ତ୍ର ପରିଧାନ କରି ରାତ୍ରିୟାପନ କର। କାରଣ ପରମେଶ୍ବରଙ୍କ ମନ୍ଦିର ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ମିଳିବ ନାହିଁ।

ଯୋୟେଲ 2:14

କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦଯ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପ ରେ ତୁମ୍ଭମାନେେ ତୁମ୍ଭ ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କୁ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଦଇେ ପାରିବ।

Interlinear

Choose Theme