ଅମାବାସ୍ଯା ରେ ନିତ୍ଯ ହାମବେଳି ସହିତ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଏ ସମସ୍ତ ଉତ୍ସର୍ଗ କରିବ। ଏହା ସଦାପ୍ରଭୁଙ୍କୁ ସୁବାସିତ ଉପହାର ହବେ।
Cross references
ପ୍ରେତ୍ୟକକ ଦିନ ସହେି ୟଜ୍ଞବଦେୀ ଉପରେ ତୁମ୍ଭେ ନବୈେଦ୍ଯ ଉତ୍ସର୍ଗ କରିବ। ଏହି ବଳି ପାଇଁ ମଷେଶାବକ ଏକ ବର୍ଷୀଯ ହବେ ଏବଂ ପ୍ରେତ୍ୟକକ ଦିନ ଏହା ଦୁଇଟି ବଳି ହବେ।
ତୁମ୍ଭେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ଏହା ହାମବେଳିର ବ୍ଯବସ୍ଥା ଅଟେ, ହାମବେଳି ସମସ୍ତ ପ୍ରଭାତ ହବୋ ପର୍ୟ୍ଯନ୍ତ ୟଜ୍ଞବଦେୀର ଅଗ୍ନି ଉପରେ ରହିବ, ପୁଣି ଅଗ୍ନି ଜ୍ବଳନ୍ତ ରହିବା ଉଚିତ୍।
ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
ଆଉ ଯବେେ ତୁମ୍ଭମାନଙ୍କେ ମଧିଅରେ ପ୍ରବାସକାରୀ କୌଣସି ବିଦେଶୀଯ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତବେେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ଶାସନ ଅନୁସାରେ ତାହା ପାଳନ କରିବ; ସ୍ବଦେଶୀ ହେଉ କି ବିଦେଶୀ ହେଉ, ଉଭୟଙ୍କ ପାଇଁ ବିଧି ସମାନ ହବେ।
ଯେଉଁ ଲୋକ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରୁଛ, ଏକ ଐଫାର ଦଶମାଂଶ ସରୁ ମଇଦା ଏକ ହିନର ଚତୁର୍ଥାଂଶ ତୈଳ ସହିତ ମିଶ୍ରିତ କରି ଆଣିବ।
ଏହି ରୂପେ ପ୍ରେତ୍ୟକକ ଗୋରୁ, ପ୍ରେତ୍ୟକକ ମଷେ, ପ୍ରେତ୍ୟକକ ମଷେବତ୍ସ ଅବା ଛାଗବତ୍ସ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ ପାଇଁ ପ୍ରସ୍ତୁତ କରାୟିବା ଉଚିତ୍।
ଯଦି ତାହା ମଣ୍ତଳୀର ଆଗୋଚର ରେ ଭ୍ରାନ୍ତି ରେ ହାଇେଥାଏ ତବେେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ହାମେ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ଯ ନବୈେଦ୍ଯ ଓ ତହିଁର ପଯେ ନବୈେଦ୍ଯ ଏବଂ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଅର୍ପଣ କରିବା ଉଚିତ୍।
ସମାନଙ୍କେୁ କୁହ, ସମାନେେ ନିମ୍ନ ରେ ଦର୍ଶାୟାଇଥିବା ଉପହାରଗୁଡିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ଯ ହାମେ ନିମନ୍ତେ ଏକ ବର୍ଷୀଯ ନିଖୁଣ ଦୁଇଟି ମଷେବତ୍ସ ଉତ୍ସର୍ଗ କରିବେ।
ଆଉ ପ୍ରତିମାସର ପ୍ରଥମ ଦିନ ରେ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହୋମ ନିମନ୍ତେ ଦୁଇଟି ଷଣ୍ତ,ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ବିଶଷେ ହାମବେଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହାଇେ ଥିବେ।
ପୁଣି ଗୋବତ୍ସର, ମଷେର ଓ ମଷେ ବତ୍ସମାନଙ୍କ ସଂଖ୍ଯା ଅନୁସାରେ ବିଧିମତେ ଭକ୍ଷ୍ଯ ଓ ପଯେ ନବୈେଦ୍ଯ ,
ପୁଣି ଗୋବତ୍ସର, ମଷେର ଓ ମଷେ ବତ୍ସମାନଙ୍କର ସଂଖ୍ଯା ଅନୁସାରେ ବିଧିମତେ ଭକ୍ଷ୍ଯ ଓ ପଯେ ନବୈେଦ୍ଯ,
ଏହାପରେ ସମାନେେ ପତ୍ରକୁଟୀର ପର୍ବ ପାଳନ କଲେ। ସମାନେେ ପ୍ରତିଦିନର ବ୍ଯବସ୍ଥା ରେ ଲଖାୟୋଇଥିବା ପ୍ରେତ୍ୟକକ ଦିନର ଆବଶ୍ଯକ ସଂଖ୍ଯା ଅନୁସାରେ ସମାନେେ ହାମବେଳି ଉତ୍ସର୍ଗ କଲେ।