Home Bibles ଗଣନା ପୁସ୍ତକ 29:8 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 29:8 · ଓଡ଼ିଆ ବାଇବେଲ

ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଏକ ଷଣ୍ତ, ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ଉତ୍ସର୍ଗ କରିବ। ଏହି ପଶୁଗୁଡିକର କୌଣସି ଖୁଣ ନଥିବ।

Cross references

ଲେବୀୟ ପୁସ୍ତକ 1:3

ସେ ଯଦି ନିଜ ଗୋଠରୁ ଗାଈ ହାମବେଳି ରୂପେ ଉତ୍ସର୍ଗ କରେ, ତବେେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରୀ ହାଇେଥିବ ଓ ସେ ତାକୁ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ବାରା ଗୃହୀତ ହବେ।

ଗଣନା ପୁସ୍ତକ 28:19

ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହାମବେଳି ରୂପେ ଦୁଇଟି ଷଣ୍ତ ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ଏକ ବର୍ଷିଯ ମଷେଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡିକ ଖୁଣ ନଥିବ।

ଗଣନା ପୁସ୍ତକ 29:2

ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ଉପହାରରୂପେ ଏକ ଅଣ୍ତିରା ମଷେ ଓ ସାତାଟେି ଏକବର୍ଷୀଯ ମଷେଶାବକ ହାମବେଳିରୂପେ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡିକର କୌଣସି ଖୁଣ ନଥିବା ଉଚିତ୍।

ଗଣନା ପୁସ୍ତକ 29:13

ଆଉ ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ନବୈେଦ୍ଯ ରୂପେ ତରଟେି ଷଣ୍ତ, ଦୁଇଟି ଅଣ୍ତିରା ମଷେ ଓ ଏକବର୍ଷୀଯ ଚଉଦଟି ମଷେଶାବକ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡିକର କୌଣସି ଖୁଣ ନଥିବା ଉଚିତ୍।

Interlinear

Choose Theme