Home Bibles ଗଣନା ପୁସ୍ତକ 3:12 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 3:12 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭକୁ କହିଥିଲି ଇଶ୍ରାୟେଲର ପ୍ରେତ୍ୟକକ ବଂଶର ପ୍ରଥମ ଜାତ ମାରେ ସବେକ ହବେ। ବର୍ତ୍ତମାନ ଲବେୀୟମାନେ ମାରେ ଅଧିକୃତ, ତେଣୁ ଇଶ୍ରାୟେଲୀୟମାନଙ୍କ ପ୍ରଥମ ଜାତ ପରିବର୍ତେ ଲବେୀୟମାନେ ମାରେ ହବେେ।

Cross references

ଯାତ୍ରା ପୁସ୍ତକ 13:2

ଇଶ୍ରାୟେଲ ସନ୍ତାନମାନଙ୍କ ମଧିଅରେ ମନୁଷ୍ଯ ହେଉ କି ପଶୁ ହେଉ, ଯେ କହେି ପ୍ରଥମେ ଜାତ ହବେ, ସହେି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ଯ ରେ ପ୍ରଦାନ କର, ତାହା ଆମ୍ଭର।

ଗଣନା ପୁସ୍ତକ 3:41

ମୁଁ ସଦାପ୍ରଭୁ, ମୁଁ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ଲୋକ ବଦଳ ରେ ଲବେୀୟମାନଙ୍କୁ ଗ୍ରହଣ କରିବୁ। ପୁଣି ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ପଶୁ ବଦଳ ରେ ଲବେୀୟମାନଙ୍କର ପଶୁ ଗ୍ରହଣ କରିବି।

ଗଣନା ପୁସ୍ତକ 3:45

ତୁମ୍ଭେ ସମସ୍ତ ଲବେୀୟ ଏବଂ ତାଙ୍କର ସମସ୍ତ ପଶୁ ଇଶ୍ରାୟେଲର ପ୍ରଥମଜାତ ଏବଂ ଇଶ୍ରାୟେଲର ପଶୁମାନଙ୍କ ପ୍ରଥମ ଜାତ ବଦଳ ରେ ଗ୍ରହଣ କର। ଆଉ ଲବେୀୟମାନେ ମାରେ ହବେେ, ମୁଁ ସଦାପ୍ରଭୁ ଅଟେ।

ଗଣନା ପୁସ୍ତକ 8:16

କାରଣ ସମାନେେ ଇଶ୍ରାୟେଲ ଲୋକମାନଙ୍କ ମଧ୍ଯରୁ ଆମ୍ଭ ଉବ୍ଦେଶ୍ଯ ରେ ସମ୍ପୂର୍ଣରୂପେ ଦତ୍ତ ଲୋକ, ଆମ୍ଭେ ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ ସମସ୍ତ ପ୍ରଥମ ଜାତ ସନ୍ତାନ ବଦଳ ରେ ସମାନଙ୍କେୁ ଆପଣା ନିମନ୍ତେ ଗ୍ରହଣ କଲୁ।

ଗଣନା ପୁସ୍ତକ 8:18

ପୁଣି ଇଶ୍ରାୟେଲ ଲୋକମାନେ ସମସ୍ତ ପ୍ରଥମଜାତ ବଦଳ ରେ ଆମ୍ଭେ ଲବେୀୟମାନଙ୍କୁ ଗ୍ରହଣ କଲୁ।

ଗଣନା ପୁସ୍ତକ 18:6

ଆଉ ଆମ୍ଭେ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ତୁମ୍ଭ ଭ୍ରାତୃଗଣ ଲବେୀମାନଙ୍କୁ ଗ୍ରହଣ କରିଅଛୁ। ସମାନେେ ଯେପରି ସଦାପ୍ରଭୁଙ୍କର ଓ ସମାଗମ ତମ୍ବୁର ସବୋ କରିପାରିବେ, ସମାନେେ ତୁମ୍ଭଙ୍କୁ ଉପହାର ସ୍ବରୂପ ଦେଲେ।

Interlinear

Choose Theme