Home Bibles ☰ Books ଗଣନା ପୁସ୍ତକ 3:15 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 3:15 · ଓଡ଼ିଆ ବାଇବେଲ

ଲବେୀୟମାନଙ୍କୁ ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗଣନା କର। ତୁମ୍ଭେ ସମସ୍ତ ପୁରୁଷ ଓ ଏକ ମାସରୁ ଅଧିକ ବଯସ୍କ ବାଳକମାନଙ୍କୁ ଗଣନା କରିବା ଉଚିତ୍।

Cross references

ଗଣନା ପୁସ୍ତକ 1:3

ଯେଉଁ ମାନେ କୋଡିଏ ବର୍ଷ ଏବଂ ତହିଁରୁ ଅଧିକ ସହେି ସମସ୍ତଙ୍କୁ ଗଣନା କର। ଏହି ଲୋକମାନେ, ୟିଏ କି ସୈନ୍ଯମାନଙ୍କ ସହିତ ୟାଇ ପାରିବେ। ତୁମ୍ଭେ ଓ ହାରୋଣ ସମାନଙ୍କେର ବିଭାଗ ଅନୁସାରେ ସମାନଙ୍କେୁ ତାଲିକାଭୁକ୍ତ କର।

ଗଣନା ପୁସ୍ତକ 1:47

ମାତ୍ର ଲବେୀୟ-ମାନେ ସମାନଙ୍କେର ପରିବାରବର୍ଗ ଅନ୍ୟମାନଙ୍କ ସହିତ ଗଣାୟାଇ ନ ଥିଲେ।

ଗଣନା ପୁସ୍ତକ 3:22

ଏମାନଙ୍କ ମଧିଅରେ ଓ ଏକମାସରୁ ଅଧିକ ବଯସ୍କ ବାଳକ ଗଣନା ଅନୁସାରେ 7,500 ହେଲେ।

ଗଣନା ପୁସ୍ତକ 3:28

ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କର ସଂଖ୍ଯା କହାତୀଯ ପରିବାରବର୍ଗର 8,300 ଓ ସମାନେେ ପବିତ୍ର ସ୍ଥାନର ରକ୍ଷକ ରୂପେ ନିୟୁକ୍ତ ହେଲେ।

ଗଣନା ପୁସ୍ତକ 3:34

ପୁଣି ଏମାନଙ୍କ ମଧିଅରେ ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କ ଗଣନା ଅନୁସାରେ 6,200 ଲୋକ ହେଲେ।

ଗଣନା ପୁସ୍ତକ 3:39

ମାଶାେ ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ରେ ଲବେୀୟମାନଙ୍କୁ ଗଣନା କଲେ। ଲବେୀୟମାନଙ୍କ ବଂଶ ଅନୁସାରେ ଏକ ମାସରୁ ଅଧିକ ବଯସ୍କ ସମସ୍ତ ପୁରୁଷମାନଙ୍କ ସଂଖ୍ଯା 2,200 ହେଲେ।

ଗଣନା ପୁସ୍ତକ 3:40

ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଇଶ୍ରାୟେଲର ପ୍ରଥମଜାତ ପୁରୁଷ ଲୋକମାନଙ୍କର ଏକ ମାସର ଅଧିକ ବଯସ୍କ ସମସ୍ତ ଗଣନା କର ଓ ସମାନଙ୍କେର ନାମ ତାଲିକା କର।

ଗଣନା ପୁସ୍ତକ 3:43

ପୁଣି ଏକ ମାସରୁ ଅଧିକ ବଯସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ ସଂଖ୍ଯା ନୁସା ରେ ସମାନଙ୍କେର ସଂଖ୍ଯା 22,273 ହେଲା।

ଗଣନା ପୁସ୍ତକ 18:15

ସମାନେେ ମନୁଷ୍ଯ ଓ ପଶୁମାନଙ୍କର ପ୍ରଥମଜାତ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସମାନେେ ସମସ୍ତ ତୁମ୍ଭର, ତୁମ୍ଭେ ମନୁଷ୍ଯର ପ୍ରଥମଜାତକୁ ଓ ଅଶୁଚି ପଶୁକୁ ମୁକ୍ତ କରିବା ଉଚିତ୍।

ଗଣନା ପୁସ୍ତକ 26:57

ସମାନେେ ମଧ୍ଯ ଲବେୀର ପରିବାରବର୍ଗଙ୍କୁ ଗଣନା କଲେ। ଲବେୀୟ ପରିବାରବର୍ଗଗୁଡିକ ହେଲେ: ଗେର୍ଶୋନଠାରୁ ଗେର୍ଶୋନୀଯ ଗୋଷ୍ଠୀ; କାହାତଠାରୁ କାହାତୀଯ ଗୋଷ୍ଠୀ; ମରାରିଠାରୁ ସରାରୀଯ ଗୋଷ୍ଠୀ।

ଗଣନା ପୁସ୍ତକ 26:62

ଲବେୀୟମାନଙ୍କର ସମୁଦାଯ ଏକ ମାସର ପୁରୁଷ ଓ ବଯଜେଷ୍ଠ ସଂଖ୍ଯା 23,000 ହେଲା। କିନ୍ତୁ ସମାନଙ୍କେୁ ଇଶ୍ରାୟେଲର ଲୋକ ବୋଲି ଗଣନା କରାଗଲା ନାହିଁ କାରଣ ଇଶ୍ରାୟେଲର ଲୋକମାନଙ୍କର ପରି ସମାନଙ୍କେୁ ଭୂମି ଦିଆଗଲା ନାହିଁ।

ଦିତୀୟ ବଂଶାବଳୀ 31:17

ଯାଜକମାନଙ୍କୁ ସମାନଙ୍କେର ସଂଗୃହୀତ ବସ୍ତୁର ଅଂଶ ଦଆଯାଉ ଥିଲା। ଏହିସବୁ ବିଭିନ୍ନ ବଂଶରୁ, ଯେଉଁ ଅନୁୟାଯୀ ବଂଶ ଇତିହାସ ରେ ତାଲିକାଭୁକ୍ତ ହାଇେଛନ୍ତି, ତହିଁନୁୟାଯୀ କରାଯାଉଥିଲା। କୋଡ଼ିଏ ବଯସ୍କ ଓ ତଦୁଦ୍ଧର୍‌ବ ବଯସର ଲବେୀୟମାନେ ସମାନଙ୍କେର ସଂଗୃହୀତ ଅଂଶ ପାଉଥିଲେ। ଏହା ସମାନଙ୍କେର ଦାଯିତ୍ବ ଓ ସମାନଙ୍କେର ଦଳାନୁୟାଯୀ ନିରୂପଣ କରାଯାଉଥିଲା।

ହିତୋପଦେଶ 8:17

ଯେଉଁମାନେ ମାେତେ ପ୍ ରମେ ପରନ୍ତି, ମୁଁ ସମାନଙ୍କେୁ ପ୍ ରମେ କରେ। ଯେଉଁମାନେ ଚେଷ୍ଟା କରନ୍ତି, ମାରେ ଅନ୍ବଷେଣ କରନ୍ତି, ସମାନେେ ମାେତେ ପାଆନ୍ତି।

ଯିରିମିୟ 2:2

ହେ ଯିରିମିୟ, ୟାଅ, ୟିରୁଶାଲମର କର୍ଣ୍ଣଗୋଚର ହେଲାଭଳି ପ୍ରଚାର କରି ଏହିକଥା କୁହ,

ଯିରିମିୟ 31:3

ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, ଆମ୍ଭେ ଚିରସ୍ଥାଯୀ ଭାବରେ ତୁମ୍ଭକୁ ପ୍ ରମେ କରି ଆସିଛୁ। ଏଣୁ ସ୍ନହପେୂର୍ଣ୍ଣ କରୁଣା ରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।

ମାର୍କଲିଖିତ ସୁସମାଚାର 10:14

ଏହା ଦେଖି ଯୀଶୁ ବହୁତ ରାଗିଗଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ, େଛାଟ େଛାଟ ପିଲାମାନେ ମାେ ପାଖକୁ ଆସନ୍ତୁ। ସମାନଙ୍କେୁ ଅଟକାଅ ନାହିଁ। କାରଣ ପରମେଶ୍ବରଙ୍କ ରାଜ୍ଯ ଏହି ପିଲାମାନଙ୍କ ଭଳି ସରଳ ଲୋକମାନଙ୍କର ଅଟେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:15

ପିଲାବଳେୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସହେି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରିପାରିବ ଓ ସହେି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ବାସ ମାଧ୍ଯମ ରେ ମୁକ୍ତି ଆଡ଼କୁ ଆଗଇନବେେ।

Interlinear

Choose Theme