ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମସ୍ତଙ୍କୁ ଗଣନା କଲେ।
Cross references
ତେଣୁ ଇଶ୍ରାୟେଲର ପୁତ୍ରମାନେ ସହେିପରି କଲେ। ଫାରୋ କହିବା ଅନୁସାରେ ଯୋଷଫେ ସମାନଙ୍କେୁ ଉତ୍ତମ ଶକଟମାନ ଦେଲେ। ତାଙ୍କର ୟାତ୍ରା ପାଇଁ ଆବଶ୍ଯକ ଦ୍ରବ୍ଯମାନ ମଧ୍ଯ ଦେଲେ।
ମାଶାେ ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ରେ ଲବେୀୟମାନଙ୍କୁ ଗଣନା କଲେ। ଲବେୀୟମାନଙ୍କ ବଂଶ ଅନୁସାରେ ଏକ ମାସରୁ ଅଧିକ ବଯସ୍କ ସମସ୍ତ ପୁରୁଷମାନଙ୍କ ସଂଖ୍ଯା 2,200 ହେଲେ।
ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ସହେି ମୁକ୍ତି ମୁଲ୍ଯ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦେଲେ।
ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ବ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ୟ୍ଯ ଓ ସବୋ ସମ୍ବନ୍ଧୀଯ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସମାନଙ୍କେୁ, ଯାହାସବୁ ଦାଯୀତ୍ବ ବହନ କରନ୍ତି ସହେି କାର୍ୟ୍ଯ ଭାର ଦବୋ ଉଚିତ୍।
ଏହିମାନେ କାହାତୀଯ ବଂଶର ଲୋକ ଯେଉଁମାନେ ସମାଗମ ତମ୍ବୁ ରେ ସବୋକାର୍ୟ୍ଯ ରେ ନିୟୁକ୍ତି ହେଲେ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଓ ହାରୋଣ ସମାନଙ୍କେୁ ଗଣନା କଲେ।
ଏମାନେ ଗେର୍ଶୋନ ସନ୍ତାନଗଣର ପରିବାରବର୍ଗ ରେ ଗଣ୍ଯ ହେଲେ ଓ ସମାଗମ ତମ୍ବୁ ରେ ସବୋକାର୍ୟ୍ଯ ରେ ନିୟୁକ୍ତି ହେଲେ, ମାଶାେ ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଏମାନଙ୍କୁ ଗଣନା କଲେ।
ଏମାନେ ମରାରି ସନ୍ତାନଗଣର ବଂଶ ରେ ଗଣ୍ଯ ହାଇେଥିବା ଲୋକ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଓ ହାରୋଣ ଏମାନଙ୍କୁ ଗଣନା କଲେ।
ମାଶାଙ୍କେୁ ସଦାପ୍ରଭୁ ଯେଉଁ ଅନୁସାରେ ଆଜ୍ଞା ଦଇେଥିଲେ, ସହେିପରି ଭାବରେ ସେ ସମାନଙ୍କେର ସବୋ ଓ ଭାର ବହିବା ଅର୍ଥ ଅନୁସାରେ ଗଣ୍ଯ ହେଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାଙ୍କେ ଦ୍ବାରା ଏହା କରାଗଲା।
ଏହାପରେ ଲବେୀ ବଂଶଧର ଯାଜକମାନେ ତାହା ନିକଟକକ୍ସ୍ଟ ଆସିବେ କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ସବୋର୍ଥେ ଓ ସଦାପ୍ରଭୁଙ୍କ ନାମ ରେ ଆଶୀର୍ବାଦ କରଣାର୍େଥ ସମାନଙ୍କେୁ ମନୋନୀତ କରିଅଛନ୍ତି। ଏଣୁ ସମାନଙ୍କେ ବାକ୍ଯ ଅନକ୍ସ୍ଟସା ରେ ପ୍ରେତ୍ୟକକ ବି ରୋଧ ରେ ଓ ଆଘାତ ରେ ବିଗ୍ଭର ହବେ।