Home Bibles ☰ Books ଗଣନା ପୁସ୍ତକ 3:18 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 3:18 · ଓଡ଼ିଆ ବାଇବେଲ

ଗେର୍ଶୋନ ପରିବାରବର୍ଗର ନାମ ଲାବନି ଓ ଶିମିଯି।

Cross references

ଯାତ୍ରା ପୁସ୍ତକ 6:16

ଲବେୀ 137 ବର୍ଷ ବଞ୍ଚିଥିଲେ। ଲବେୀଙ୍କର ସନ୍ତାନମାନେ ଥିଲେ, ଗେର୍ଶାେନ୍, କହାତ୍ ଓ ମରାରି।

ଯାତ୍ରା ପୁସ୍ତକ 6:17

ଗେର୍ଶାେନଙ୍କର ଦୁଇଜଣ ସନ୍ତାନ ଥିଲେ, ଲିବ୍ନି ଓ ଶିମିଯି।

ଗଣନା ପୁସ୍ତକ 3:21

ଗେର୍ଶୋନଠାରୁ ଲିବନି ବଂଶ ଓ ଶିମିଯିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀଯ ବଂଶ।

ଗଣନା ପୁସ୍ତକ 4:22

ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗେର୍ଶୋନ ପରିବାରକୁ ଗଣନା କର।

ପ୍ରଥମ ବଂଶାବଳୀ 6:17

ଗେର୍ଶୋନଙ୍କ ପୁତ୍ରମାନେ ଥିଲେ ଲିବନି ଓ ଶମିଯି।

ପ୍ରଥମ ବଂଶାବଳୀ 6:20

ଏହିମାନେ ଗେର୍ଶୋନଙ୍କ ବଂଶଧର ଥିଲେ : ଲିବନି ଗେର୍ଶୋନଙ୍କ ପୁତ୍ର ଥିଲେ। ୟହତ୍, ଲିବନିଙ୍କ ପୁତ୍ର ଥିଲେ। ସିମ୍ମ ୟହତ୍ଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 23:7

ଗେର୍ଶୋନଙ୍କ ବଂଶର ଲାଦନ୍ ଓ ଶିମିଯି।

ପ୍ରଥମ ବଂଶାବଳୀ 25:4

ହମେନଙ୍କର ଯେଉଁ ପୁତ୍ରମାନେ ସବୋକାର୍ୟ୍ଯ କରୁଥିଲେ, ସମାନେେ ହେଲେ : ବୁକ୍କିଯ, ମତ୍ତନିଯ, ଉଷୀଯଲେ, ଶବୂଯଲେ ଓ ଯିରମୋେତ୍, ହନାନିଯ, ହନାନି, ଇଲୀଯାଥା, ଗିଦ୍ଦଲତି ଓ ରୋମମତି-ଏଷର, ୟଶବକାଶା, ମଲ୍ଲୋଥି, ହୋଥୀର, ମହସୀଯୋତ୍।

ପ୍ରଥମ ବଂଶାବଳୀ 26:1

ଦ୍ବାରପାଳମାନଙ୍କର ଦଳଗୁଡ଼ିକ :

ନିହିମିୟା 12:1

ଏହିମାନେ ହେଉଛନ୍ତି ଯାଜକ ଓ ଲବେୀୟ, ଶଲ୍ଟୀଯଲରେ ପୁତ୍ର ସଋଦ୍ଦାବିଲ ଓ ଯଶୂେଯ ସଙ୍ଗେ ଆସିଲେ, ସମାନେେ ହେଲେ ସରାଯ, ଯିରିମିୟ, ଏଜ୍ରା,

ଯିଖରିୟ 12:13

ଲବେୀ ପରିବାରର ନିଜେ ନିଜେ ଏବଂ ସମାନଙ୍କେର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିଯିର ପରିବାରମାନେ ନିଜେ ନିଜେ ଶାେକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶାେକ କରିବେ।

Interlinear

Choose Theme