ପୁଣି ଆପଣା ବଂଶ ଅନୁସାରେ କାହାତର ପରିବାରବର୍ଗର ନାମ ଅମ୍ରମ, ୟିଷହର, ହିବ୍ରୋଣ ଓ ଉଷୀଯଲେ।
Cross references
ଲବେୀ 137 ବର୍ଷ ବଞ୍ଚିଥିଲେ। ଲବେୀଙ୍କର ସନ୍ତାନମାନେ ଥିଲେ, ଗେର୍ଶାେନ୍, କହାତ୍ ଓ ମରାରି।
କହାତ 133 ବର୍ଷ ପଞ୍ଚିଥିଲେ। କହାତଙ୍କର ପୁତ୍ରମାନେ ଥିଲେ, ଅମ୍ରମ୍, ୟିଷ୍ହର, ହିବ୍ରୋଣ ଓ ଉଷୀଯଲେ,
ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକବଦେ। ଏଣୁ ଅମ୍ରମ ଆଉ ୟୋକବଦେ ହାରୋଣ ଓ ମାଶାଙ୍କେୁ ଜନ୍ମ ଦେଲେ।
ପୁଣି କହାତ୍ଠାରୁ ଅମ୍ରମୀଯ ବଂଶ ୟିଷ୍ହରୀଯ ବଂଶ, ଦିବ୍ରୋଣୀଯ ବଂଶ ଓ ଉଷୀଯଲେୀଯ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀଯ ବଂଶ ହେଲେ।
କହାତ୍ଙ୍କ ପୁତ୍ରମାନେ ଥିଲେ ଅମ୍ରାମ୍, ୟିଷହର, ହିବ୍ରୋଣ୍ ଓ ଉଷୀଯଲେ।
କୋରହ ୟିଷହରଙ୍କ ପୁତ୍ର ଥିଲେ। ୟିଷହର କହାତ୍ଙ୍କ ପୁତ୍ର ଥିଲେ। କହାତ୍ ଲବେୀଙ୍କ ପୁତ୍ର ଥିଲେ। ଲବେୀ ଇଶ୍ରାୟେଲଙ୍କ ପୁତ୍ର ଥିଲେ।
କହାତଙ୍କ ପରିବାରବର୍ଗରୁ 120 ଜଣ ଲୋକ ଆସିଲେ। ଉରିଯଲେ ସମାନଙ୍କେର ନେତା ଥିଲେ।
ଇଲୀଶାଫନଙ୍କ ପରିବାରବର୍ଗରୁ 200 ଜଣ ଲୋକ ଆସିଲେ। ଶମଯିଯ ସମାନଙ୍କେର ନେତା ଥିଲେ।
ଏହାପରେ ଲବେୀୟମାନେ ହମେନ ଏବଂ ତାଙ୍କ ଭ୍ରାତାଗଣ ଆସଫ ଓ ଏଥନଙ୍କୁ ଆଣିଲେ। ହମେନ ଯାୟେଲଙ୍କ ପୁତ୍ର ଥିଲେ। ଆସଫ ବରେିଖିଯଙ୍କ ପୁତ୍ର ଥିଲେ। ଏଥନ କୁଶାଯଙ୍କ ପୁତ୍ର ଥିଲେ। ଏହି ଲୋକମାନେ ମରାରି ପରିବାରବର୍ଗର ଥିଲେ।
କହାତଙ୍କର ଚାରିପୁତ୍ର ଥିଲେ। ସମାନେେ ହେଲେ ଅମ୍ରାମ୍, ୟିଷ୍ହର, ହିବ୍ରୋଣ ଓ ଉଷୀଯଲେ।
ୟିଷ୍ହରର ଜେଷ୍ଠପୁତ୍ର ଥିଲେ ଶ ଲୋମୀତ୍।
ହମେନଙ୍କର ଯେଉଁ ପୁତ୍ରମାନେ ସବୋକାର୍ୟ୍ଯ କରୁଥିଲେ, ସମାନେେ ହେଲେ : ବୁକ୍କିଯ, ମତ୍ତନିଯ, ଉଷୀଯଲେ, ଶବୂଯଲେ ଓ ଯିରମୋେତ୍, ହନାନିଯ, ହନାନି, ଇଲୀଯାଥା, ଗିଦ୍ଦଲତି ଓ ରୋମମତି-ଏଷର, ୟଶବକାଶା, ମଲ୍ଲୋଥି, ହୋଥୀର, ମହସୀଯୋତ୍।
ଦ୍ବାରପାଳମାନଙ୍କର ଦଳଗୁଡ଼ିକ :
ଏହିମାନେ ହେଉଛନ୍ତି ଯାଜକ ଓ ଲବେୀୟ, ଶଲ୍ଟୀଯଲରେ ପୁତ୍ର ସଋଦ୍ଦାବିଲ ଓ ଯଶୂେଯ ସଙ୍ଗେ ଆସିଲେ, ସମାନେେ ହେଲେ ସରାଯ, ଯିରିମିୟ, ଏଜ୍ରା,
ଲବେୀ ପରିବାରର ନିଜେ ନିଜେ ଏବଂ ସମାନଙ୍କେର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିଯିର ପରିବାରମାନେ ନିଜେ ନିଜେ ଶାେକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶାେକ କରିବେ।