Home Bibles ☰ Books ଗଣନା ପୁସ୍ତକ 3:2 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 3:2 · ଓଡ଼ିଆ ବାଇବେଲ

ହାରୋଣଙ୍କର ଚାରିପୁତ୍ର ମଧିଅରେ ପ୍ରଥମଜାତ ନାଦବ, ତା'ପରେ ଆବୀହୂ, ଇଲିଯାସର ଓ ଇଥାମର।

Cross references

ଯାତ୍ରା ପୁସ୍ତକ 6:23

ହାରୋଣ ଇଲିଶେବ୍କୁ ବିବାହ କଲେ। ଇଲୀଶବୋ ଥିଲେ ଅମ୍ମୀନାଦବର କନ୍ଯା ନ ହଶାେନର ଭଗିନୀ ତାଙ୍କର ଔରସରୁ ନାଦବ ଓ ଅବୀହୂ ଓ ଇଲିଯାସର ଓ ଈଥାମରକୁ ପ୍ରସବ କଲା।

ଯାତ୍ରା ପୁସ୍ତକ 28:1

ତହିଁରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀଦ, ଇଲିଯାଜର ଓ ଇଥାମରକୁ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ଆଣ। ସମାନେେ ମାରେ ଯାଜକଗଣ ହବେେ।

ଗଣନା ପୁସ୍ତକ 26:60

ହାରୋଣଠାରୁ ନାଦବ୍, ଅବୀହୂ, ଇଲିଯାସର ଓ ଈଥାମର ଜନ୍ମ ହେଲେ।

ପ୍ରଥମ ବଂଶାବଳୀ 6:3

ଅମ୍ରାନ୍ଙ୍କର ସନ୍ତାନମାନେ ଥିଲେ ହାରୋଣ, ମାଶାେ ଓ ମରିଯମ୍।

ପ୍ରଥମ ବଂଶାବଳୀ 24:1

ହାରୋଣଙ୍କ ପୁତ୍ରମାନଙ୍କର ଦଳ ଏହି ପ୍ରକାର ଥିଲା : ହାରୋଣଙ୍କ ପୁତ୍ରମାନେ ଥିଲେ ନାଦବ୍, ଅବୀହୂ, ଇଲିଯାସର ଓ ଈଥାମର।

ପ୍ରଥମ ବଂଶାବଳୀ 24:2

କିନ୍ତୁ ନାଦବ୍, ଅବୀହୂ ସମାନଙ୍କେ ପିତାଙ୍କ ମୃତ୍ଯୁ ପୂର୍ବରୁ ମରଣ ଲଭିଥିଲେ। ଆଉ ନାଦବ୍ ଓ ଅବୀହୂଙ୍କର କୌଣସି ପୁତ୍ର ସନ୍ତାନ ନ ଥିଲେ। ତେଣୁ ଇଲିଯାସର ଓ ଈଥାମର ଯାଜକରୂପେ ସବୋକାର୍ୟ୍ଯ କଲେ।

Interlinear

Choose Theme