Home Bibles ଗଣନା ପୁସ୍ତକ 3:21 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 3:21 · ଓଡ଼ିଆ ବାଇବେଲ

ଗେର୍ଶୋନଠାରୁ ଲିବନି ବଂଶ ଓ ଶିମିଯିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀଯ ବଂଶ।

Cross references

ଯାତ୍ରା ପୁସ୍ତକ 6:16

ଲବେୀ 137 ବର୍ଷ ବଞ୍ଚିଥିଲେ। ଲବେୀଙ୍କର ସନ୍ତାନମାନେ ଥିଲେ, ଗେର୍ଶାେନ୍, କହାତ୍ ଓ ମରାରି।

ଗଣନା ପୁସ୍ତକ 3:18

ଗେର୍ଶୋନ ପରିବାରବର୍ଗର ନାମ ଲାବନି ଓ ଶିମିଯି।

ଗଣନା ପୁସ୍ତକ 4:22

ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗେର୍ଶୋନ ପରିବାରକୁ ଗଣନା କର।

ଯିହୋଶୂୟ 21:6

ଗେର୍ଶୋନର ସନ୍ତାନଗଣ ଇଷାଖର ବଂଶର ସମସ୍ତ ବଂଶରକ୍ସ୍ଟ ଏବଂ ଅଶରେ ବଂଶ, ନଲ୍ଗାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରକ୍ସ୍ଟ ତରଟେି ନଗର ପାଇଲେ।

ପ୍ରଥମ ବଂଶାବଳୀ 6:17

ଗେର୍ଶୋନଙ୍କ ପୁତ୍ରମାନେ ଥିଲେ ଲିବନି ଓ ଶମିଯି।

ଯିଖରିୟ 12:13

ଲବେୀ ପରିବାରର ନିଜେ ନିଜେ ଏବଂ ସମାନଙ୍କେର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିଯିର ପରିବାରମାନେ ନିଜେ ନିଜେ ଶାେକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶାେକ କରିବେ।

Interlinear

Choose Theme