ଯାଜକ ହାରୋଣର ପୁତ୍ର ଇଲିଯାସର ସମସ୍ତଙ୍କ ମଧିଅରେ ପ୍ରଧାନ ଲବେୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷଯର କାର୍ୟ୍ଯ କରନ୍ତି ସମାନଙ୍କେର ତତ୍ତ୍ବାବଧାନ କରିବ।
Cross references
ଆଉ ସମସ୍ତ ଆବାସର, ତତ୍ତ୍ବାବଧାନ ସହେି ପବିତ୍ର ତମ୍ବୁ ଏବଂ ତନ୍ମଧ୍ଯସ୍ଥିତ ସମସ୍ତ ପବିତ୍ରସ୍ଥାନ ଏବଂ ସମସ୍ତ ଦ୍ରବ୍ଯ ଅର୍ଥାତ୍ ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ଯ, ନିତ୍ଯଭକ୍ଷ୍ଯ ନବୈେଦ୍ଯ ଓ ଅଭିଷକୋର୍ଥକ ତୈଳ, ଏହି ସବୁର ତତ୍ତ୍ବାବଧାନ କାର୍ୟ୍ଯ ହାରୋଣର ପୁତ୍ର ଇଲିଯାସର ଯାଜକର ହବେ।
ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ବ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ୟ୍ଯ ଓ ସବୋ ସମ୍ବନ୍ଧୀଯ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସମାନଙ୍କେୁ, ଯାହାସବୁ ଦାଯୀତ୍ବ ବହନ କରନ୍ତି ସହେି କାର୍ୟ୍ଯ ଭାର ଦବୋ ଉଚିତ୍।
ଗେର୍ଶୋନ ବଂଶ ରେ ପିତୃଗୃହ ଅନୁସାରେ ଗଣନା କରାୟିବାରୁ ସମାନଙ୍କେ ସଂଖ୍ଯା 2,630 ହେଲା।
ତଥାପି ସମାନେେ ପଚାଶବର୍ଷ ବଯସ ରେ ମଧ୍ଯ ସମାଗମ ତମ୍ବୁ ରେ ଆପଣା ଭ୍ରାତାମାନଙ୍କୁ ସବୋକାର୍ୟ୍ଯ ରେ ସାହାୟ୍ଯ କରିବେ। କିନ୍ତୁ ସମାନେେ ନିଜ ମତାମତ ଅନୁସାରେ କାର୍ୟ୍ଯ କରିବା ଉଚିତ୍ ନୁହେଁ। ଏହି ରୂପେ ତୁମ୍ଭେ ଲବେୀୟମାନଙ୍କ ରକ୍ଷଣୀଯ ବିଷଯ ରେ ସମାନଙ୍କେ ପ୍ରତି ଉଚିତ୍ କରିବ।
ତୁମ୍ଭେ ହାରୋଣଙ୍କୁ ଓ ତାହାର ପୁତ୍ର ଇଲିଯାସରକୁ ହାରେ ପର୍ବତ ଉପରକୁ ନଇୟୋଅ।
ପୁଣି ନବୂସରଦନ୍ ପ୍ରଧାନ ଯାଜକ ସରାଯ ଦ୍ବିତୀୟ ଯାଜକ ସଫନିଯ ଓ ତିନି ଜଣ ଦ୍ବାରପାଳଙ୍କୁ ନଇେ ଗଲା।
ଲବେୀଙ୍କ ପରିବାରବର୍ଗର ଏହି ଲୋକମାନେ ୟିରୁଶାଲମ ରେ ବାସ କରୁଥିଲେ : ହଶୂବ୍ଙ୍କ ପୁତ୍ର ଶମଯିଯ। ହଶୂଯ ଅସ୍ରୀକାମ୍ଙ୍କ ପୁତ୍ର ଥିଲେ। ଅସ୍ରୀକାମ୍ ହଶୂବ୍ଙ୍କ ପୁତ୍ର ଥିଲେ। ହଶବିଯ ମରାରିଙ୍କ ବଂଶଧର ଥିଲେ।
ଅହିଯ ଲବେୀୟ ଗୋଷ୍ଠୀରୁ ଆସିଥିଲେ। ଅହିଯ ପରମେଶ୍ବରଙ୍କ ମନ୍ଦିର ରେ ଥିବା ବହୁମୂଲ୍ଯ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାଯିତ୍ବ ରେ ଥିଲେ। ଯେଉଁ ସ୍ଥାନମାନଙ୍କ ରେ ପବିତ୍ର ସାମଗ୍ରୀଗୁଡ଼ିକ ରଖାୟାଇଥିଲା। ଅହିଯ ତାହାର ଦାଯିତ୍ବ ରେ ମଧ୍ଯ ଥିଲେ।
ବୁକ୍କି ଅବୀଶୂଯର ପୁତ୍ର ଥିଲା। ଅବୀଶୂଯ ପୀନହସର ପୁତ୍ର ଥିଲା। ପୀନହସ୍ ଇଲିଯାସର ପୁତ୍ର ଥିଲା। ଇଲିଯାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲୋରୁ ୟିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମାଶାଙ୍କେର ବ୍ଯବସ୍ଥା ଖୁବ୍ ଭଲ ରୁପେ ଜାଣିଥିଲେ। ମାଶାଙ୍କେର ବ୍ଯବସ୍ଥା ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବରଙ୍କ ଦ୍ବାରା ଦିଆୟାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।
ପୁଣି ସେ ମାେତେ କହିଲେ, ଏହି ଦକ୍ଷିଣାଭିମୁଖୀ କଠାେରୀଟି ସଦାପ୍ରଭୁଙ୍କ ମନ୍ଦିରର ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି।