ଗଣନା ପୁସ୍ତକ 3:39 · ଓଡ଼ିଆ ବାଇବେଲ
ମାଶାେ ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ରେ ଲବେୀୟମାନଙ୍କୁ ଗଣନା କଲେ। ଲବେୀୟମାନଙ୍କ ବଂଶ ଅନୁସାରେ ଏକ ମାସରୁ ଅଧିକ ବଯସ୍କ ସମସ୍ତ ପୁରୁଷମାନଙ୍କ ସଂଖ୍ଯା 2,200 ହେଲେ।
Cross references
ଗଣନା ପୁସ୍ତକ 4:47
ତିରିଶ ବର୍ଷ ବଯସ୍କଠାରୁ ପଚାଶ ବର୍ଷ ବଯସ୍କ ପର୍ୟ୍ଯନ୍ତ ଯେଉଁମାନେ ସମାଗମ ତମ୍ବୁ ରେ ସବୋକାର୍ୟ୍ଯ ରେ ଓ ଭାର ବହିବା କର୍ମ ରେ ନୀୟୁକ୍ତ ହେଲେ, ସମାନେେ ସମସ୍ତେ ଗଣା ଗଲେ।
ଗଣନା ପୁସ୍ତକ 26:62
ଲବେୀୟମାନଙ୍କର ସମୁଦାଯ ଏକ ମାସର ପୁରୁଷ ଓ ବଯଜେଷ୍ଠ ସଂଖ୍ଯା 23,000 ହେଲା। କିନ୍ତୁ ସମାନଙ୍କେୁ ଇଶ୍ରାୟେଲର ଲୋକ ବୋଲି ଗଣନା କରାଗଲା ନାହିଁ କାରଣ ଇଶ୍ରାୟେଲର ଲୋକମାନଙ୍କର ପରି ସମାନଙ୍କେୁ ଭୂମି ଦିଆଗଲା ନାହିଁ।
ମାଥିଉଲିଖିତ ସୁସମାଚାର 7:14
ବାସ୍ତବ ଜୀବନ ପଥରେ ଥିବା ଫାଟକ ବହୁତ େଛାଟ। ବାସ୍ତବ ଜୀବନ ଆଡକୁ ୟିବା ରାସ୍ତା ବହୁତ କଠିନ। ଖୁବ୍ କମ୍ ଲୋକ ସେ ରାସ୍ତା ଖାଜେି ପାଆନ୍ତି।