ଗଣନା ପୁସ୍ତକ 3:48 · ଓଡ଼ିଆ ବାଇବେଲ
ସହେି 273 ଅଧିକ ପ୍ରଥମଜାତ ପୁରୁଷଙ୍କର ମୁକୁଳାଇବା ନିମନ୍ତେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ମୂଲ୍ଯ ଦିଅ।'
Cross references
ଗଣନା ପୁସ୍ତକ 3:51
ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ସହେି ମୁକ୍ତି ମୁଲ୍ଯ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦେଲେ।