Cross references
ଗଣନା ପୁସ୍ତକ 8:11
ଆଉ ହାରୋଣ ଇଶ୍ରାୟେଲ-ସନ୍ତାନଗଣ ପକ୍ଷ ରେ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ଉପହାର ରୂପେ ଉତ୍ସର୍ଗ କରିବ। ତହିଁରେ ସମାନେେ ସଦାପ୍ରଭୁଙ୍କର ସବୋ କରିବେ।
ଯିହିଜିକଲ 44:11
ଲବେୀୟମାନେ ମାରେ ପବିତ୍ରସ୍ଥାନ ସବୋ କରିବା ପାଇଁ ବଚ୍ଛା ୟାଇଥିଲେ। ସମାନେେ ମନ୍ଦିରର ଫାଟକଗୁଡ଼ିକ ଜଗିଲେ। ସମାନେେ ମନ୍ଦିର ରେ ସବୋ କଲେ। ସମାନେେ ବଳିଦାନ ପାଇଁ ପଶୁଗୁଡ଼ିକ ମାରିଲେ ଏବଂ ଲୋକମାନଙ୍କ ପାଇଁ ହାମେପଳି କଲେ। ସମାନେେ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଏବଂ ସମାନଙ୍କେୁ ସବୋ କରିବା ପାଇଁ ବଛା ୟାଇଥିଲେ।