Home Bibles ☰ Books ଗଣନା ପୁସ୍ତକ 3:51 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 3:51 · ଓଡ଼ିଆ ବାଇବେଲ

ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ସହେି ମୁକ୍ତି ମୁଲ୍ଯ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦେଲେ।

Cross references

ଯାତ୍ରା ପୁସ୍ତକ 12:50

ତେଣୁ ସମସ୍ତ ଇଶ୍ରାୟେଲୀୟମାନେ ସଦାପ୍ରଭୁ ମାଶାଙ୍କେୁ ଦଇେଥିବା ଆଜ୍ଞାକୁ ସମସ୍ତେ ମାନିଲେ।

ଗଣନା ପୁସ୍ତକ 1:19

ଏହିରୂପେ, ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସୀନଯର ମରୂଭୂମିରେ ସମାନଙ୍କେୁ ଗଣନା କଲେ।

ଗଣନା ପୁସ୍ତକ 3:48

ସହେି 273 ଅଧିକ ପ୍ରଥମଜାତ ପୁରୁଷଙ୍କର ମୁକୁଳାଇବା ନିମନ୍ତେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ମୂଲ୍ଯ ଦିଅ।'

ଗଣନା ପୁସ୍ତକ 16:15

ତେଣୁ ମାଶାେ ଅତ୍ଯନ୍ତ କୋରଧାନ୍ବିତ ହେଲେ, ସେ ସଦାପ୍ରଭୁଙ୍କୁ କହିଲେ, ମୁଁ ଏହି ଲୋକମାନଙ୍କର କିଛି କ୍ଷତି କରିନାହିଁ, ମୁଁ ସମାନଙ୍କେଠାରୁ ଗୋଟିଏ ଗଧ ମଧ୍ଯ ନଇନୋହିଁ। ତେଣୁ ତୁମ୍ଭେ ଏମାନଙ୍କର ନବୈେଦ୍ଯ ଗ୍ରହଣ କରନାହିଁ।

ପ୍ରଥମ ଶାମୁୟେଲ 12:3

ମୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ଅଛି। ଯଦି ମୁ କିଛି ଭକ୍ସ୍ଟଲ କରିଛି ତୁମ୍ଭମାନେେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକକ୍ସ୍ଟ କକ୍ସ୍ଟହ। ମୁ କାହାର ଗଧ କିମ୍ବା ଗାଈ ଚୋରୀ କରିଛି କି? ମୁ କାହାକକ୍ସ୍ଟ ଆଘାତ କିମ୍ବା ଧୋକା ଦଇେଛି କି? ମୁ ମାରେ ଚକ୍ଷକ୍ସ୍ଟକକ୍ସ୍ଟ ଅନ୍ଧ କରିବା ପାଇଁ କାହା ହସ୍ତରକ୍ସ୍ଟ ଲାଞ୍ଚ ନଇେ ନାହିଁ, ଯେପରିକି ମୁ ଅନ୍ୟ ଦ୍ବାରା ଅପରାଧ କରିଥିବା ଉପଦ୍ରବ୍ଯ ଦେଖି ନପା ରେ? ଯଦି ମୁ ଏଥିରକ୍ସ୍ଟ କୌଣସିଟି କରିଛି, ତବେେ ମୁ ତାହା ଭରଣା କରିବା ପାଇଁ ପ୍ରସ୍ତକ୍ସ୍ଟତ ଅଛି।

ମଲାଖୀ 4:4

ମାଶାଙ୍କେର ବ୍ଯବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହାରବେ ପର୍ବତ ରେ ଏହି ବ୍ଯବସ୍ଥା ଓ ନିଯମମାନ ତାଙ୍କୁ ଦଇେଥିଲୁ। ସହେି ବ୍ଯବସ୍ଥା ଇଶ୍ରାୟେଲର ସମସ୍ତ ଲୋକଙ୍କ ପାଇଁ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:33

ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତବେେଳେ ମୁଁ କବେେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦଖାଇେ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:12

ଯଦି ଅନ୍ୟମାନଙ୍କର ତୁମ୍ଭଠା ରେ ଏହି ଦାବୀ ଅଛି, ତବେେ ଆମ୍ଭର କ'ଣ ଏଥି ରେ ଅଧିକ ଦାବୀ ନାହିଁ ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରଯୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଚାର କାର୍ୟ୍ଯ କାଳେ ବାଧାପ୍ରାପ୍ତ ହବେ, ଏଥିପାଇଁ ଆମ୍ଭେ ସହ୍ଯ କରିଅଛୁ।

ପିତରଙ୍କ ପ୍ରଥମ ପତ୍ 5:2

ମୁଁ ତୁମ୍ଭକୁ ଅନୁ ରୋଧ କରେ ଯେ, ପରମେଶ୍ବରଙ୍କ ଯେଉଁ ମଷଗେଣର ଦାଯିତ୍ବ ରେ ତୁମ୍ଭେ ରହିଛ, ସହେି ମଷେ ସମୂହର ତୁମ୍ଭେ ଯତ୍ନ ନବୋ ଉଚିତ। ସମାନେେ ପରମେଶ୍ବରଙ୍କ ମଷେପଲ। ତୁମ୍ଭେ ବାଧ୍ଯବାଧକତା ରେ ନୁହେଁ, ମାତ୍ର ସ୍ବଇଚ୍ଛା ରେ ପ୍ରତିପାଳନ କର। ପରମେଶ୍ବର ତାହାହିଁ ଚାହାଁନ୍ତି। ତୁମ୍ଭେ ସବୋ କରିବା ରେ ଆନନ୍ଦ ପାଉଛ ବୋଲି ସପରେି କର, ଧନ ଲୋଭ ରେ ତାହା କର ନାହିଁ।

Interlinear

Choose Theme