Home Bibles ☰ Books ଗଣନା ପୁସ୍ତକ 30:15 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 30:15 · ଓଡ଼ିଆ ବାଇବେଲ

କିନ୍ତୁ ଯଦି ସେ ପରେ ତା'ର (ସ୍ତ୍ରୀ) ଶପଥକୁ ପ୍ରତ୍ଯାଖ୍ଯାନ କରେ (ପ୍ରଥମ ଦିନପରେ) ତାହାଲେ ସେ (ସ୍ବାମୀ) ତା'ର (ସ୍ତ୍ରୀର) ଦୋଷ ବହନ କରିବ।

Cross references

ଲେବୀୟ ପୁସ୍ତକ 5:1

ଯଦି କୌଣସି ବ୍ଯକ୍ତି ଯାହା ଦେଖିଅଛି, ଶୁଣିଅଛି ବା ଜାଣିଅଛି ସାକ୍ଷୀରୂପେ ତାହା ପ୍ରକାଶ କରିବା କଥା, ମାତ୍ର ତାହା ଯଦି ସେ ପ୍ରକାଶ ନ କରେ ତବେେ ସେ ପାପ କରେ ଓ ଅପରାଧୀ ହୁଏ।

ଗଣନା ପୁସ୍ତକ 30:5

ଯଦି ତା'ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସଗେୁଡିକ ପାଳନ କରାୟିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦବେେ, ଯେ ହତେୁ ତା'ର ପିତା ତାକୁ ଏହା କରିବା ପାଇ ମନା କଲେ।

ଗଣନା ପୁସ୍ତକ 30:8

ମାତ୍ର ଯଦି ତା'ର ସ୍ବାମୀ ଏ ବିଷଯ ରେ ଶୁଣେ ଓ ତାହାକୁ ତା'ର ପ୍ରତିଜ୍ଞା ତା'କୁ ପାଳନ କରିବାକୁ ବାରଣ କରେ, ତବେେ କରାୟାଇଥିବା ପ୍ରତିଜ୍ଞା ବାତିଲ ହୁଏ ଓ ସଦାପ୍ରଭୁ ଏଥିପାଇଁ ତାକୁ କ୍ଷମା କରନ୍ତି।

ଗଣନା ପୁସ୍ତକ 30:12

ମାତ୍ର ତା'ର ସ୍ବାମୀ ଯଦି ଶୁଣିବା ପରେ ତାକୁ ଅସ୍ବୀକାର କରେ, ତବେେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନଇେଥିବା ଶପଥସବୁ ବାତିଲ ହାଇଯେିବ। ତା'ର ସ୍ବାମୀ ପ୍ରତିଜ୍ଞା ଭଂଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ।

ଗାଲାତୀୟଙ୍କ ପ୍ରତି ପତ୍ର 3:28

ଅତଏବ ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମସ୍ତେ ଏକ ହାଇେଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ବାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତ ରେ କୌଣସି ଭଦେ ରହିଲା ନାହିଁ।

Interlinear

Choose Theme