ପୁଣି ତା'ର ସ୍ବାମୀ ତାହା ଶୁଣି କୌଣସି ଅଭିଯୋଗ ନକରେ, ତବେେ ତା'ର ପ୍ରତିଜ୍ଞା ପାଳନ ହବେ ଓ ସେ କରିଥିବା ଶପଥ ପାଳନ କରାୟିବ।
Cross references
ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକଟିକୁ କହିଲେ, ମୁଁ ତୁମ୍ଭର କାର୍ୟ୍ଯଭାର ଏବଂ ତୁମ୍ଭର ଗର୍ଭ ବଦନୋ ମଧ୍ଯ ବଢ଼ାଇବି। ତୁମ୍ଭେ ବ୍ଯଥା ରେ ସନ୍ତାନ ପ୍ରସବ କରିବ। ପୁଣି ସ୍ବାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କତ୍ତୃର୍ତ୍ବ କରିବ।
ସେ ଏହା କହି ପରମେଶ୍ବରଙ୍କ ନିକଟରେ ପ୍ରତିଜ୍ଞା କଲା, ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖକ୍ସ୍ଟଥାଅ ମୁ କେତେ ଦକ୍ସ୍ଟଃଖି, ଯଦି ତୁମ୍ଭେ ତୁମ୍ଭର ସବେକକକ୍ସ୍ଟ ମନେ ରଖିଥାଅ, ତବେେ ମାେତେ ଏକ ପକ୍ସ୍ଟତ୍ର ଦିଅ। ତା' ହେଲେ ମୁ ସହେି ପକ୍ସ୍ଟତ୍ରଟିକକ୍ସ୍ଟ ସଦାପ୍ରଭୁଙ୍କଠା ରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସବୋ କରିବ। ସେ ଦ୍ରାକ୍ଷାରସ ଏବଂ ସକ୍ସ୍ଟରା ନାସରୀଯ ତକ୍ସ୍ଟଲ୍ଯ ପିଇବ ନାହିଁ ଏବଂ ତା'ର ବାଳ କାଟିବାପାଇଁ କୌଣସି କ୍ଷକ୍ସ୍ଟର ତା'ର ମକ୍ସ୍ଟଣ୍ତ ରେ ସ୍ପର୍ଶ କରିବ ନାହିଁ।
ତା'ପରେ ତା'ର ସ୍ବାମୀ ଇଲ୍କାନା ତାକକ୍ସ୍ଟ କହିଲା, ଯାହା ତୁମ୍ଭେ ଉତ୍ତମ ଭାବ ତାହା କର। ପିଲାଟି ସ୍ତନପାନ ତ୍ଯାଗ କରାଇବା ପର୍ୟ୍ଯନ୍ତ ଏଠା ରେ ରକ୍ସ୍ଟହ। ସଦାପ୍ରଭୁ ତାଙ୍କର ବାକ୍ଯ ପୂର୍ଣ କରନ୍ତକ୍ସ୍ଟ । ତେଣୁ ସହେି ସ୍ତ୍ରୀ ଆପଣା ପକ୍ସ୍ଟତ୍ରକକ୍ସ୍ଟ ସ୍ତନପାନ ତ୍ଯାଗ କରିବା ପର୍ୟ୍ଯନ୍ତ ଗୃହ ରେ ରହିଲା ଓ ପିଲାର ଦଖାେଗ୍ଭହାଁ କଲା।
ତା'ପ ରେ ସହେି ସ୍ତ୍ରୀମାନେ ଯିରିମିୟଙ୍କୁ କହିଲେ, ଆମ୍ଭମାନେେ ଆମ୍ଭମାନଙ୍କ ସ୍ବାମୀମାନଙ୍କର ଅନୁମତି ରେ ଆକାଶ ରାଣୀ ଉଦ୍ଦେଶ୍ଯ ରେ ଧୂପ ଜଳାଇଲୁ, ପଯେ ନବୈେଦ୍ଯ ଢ଼ାଳିଲୁ ଓ ପୂଜା ନିମନ୍ତେ ପିଠା ପ୍ରସ୍ତୁତ କଲୁ।
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ସମୟ ପର୍ୟ୍ଯନ୍ତ ତା' ସହିତ ଆବଦ୍ଧ ହାଇେ ରହିଥାଏ। କିନ୍ତୁ ଯେତବେେଳେ ତାହାର ସ୍ବାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହାଇେ ଯାଏ।