ମାତ୍ର ବିଧବା କି ସ୍ବାମୀ ପରିତ୍ଯକ୍ତା ସ୍ତ୍ରୀ ମାନତ କଲେ, ସେ ଯେ କୌଣସି ବିଷଯ ରେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି ସେ ତାହା କରିବା ଅନୁସାରେ ପୂରଣ କରିବ।
Cross references
ଜଣେ ଯାଜକ ତା'ର ପରମେଶ୍ବରଙ୍କର ପବିତ୍ର ସବେକ। ତେଣୁ ସେ କୌଣସି ବେଶ୍ଯାକୁ, କଳିଙ୍କିନୀକୁ କିମ୍ବା ସ୍ବାମୀ ପରିତ୍ଯକ୍ତା ନାରୀକୁ ବିବାହ କରିବା ଉଚିତ୍ ନୁହଁ।
ସେ ସ୍ତ୍ରୀ ତା'ର ଗୃହରକ୍ସ୍ଟ ବାହାରି ଗଲାପରେ ସେ ୟାଇଥିବା ପୁରୁଷର ସ୍ତ୍ରୀ ହାଇେ ପାରିବ।
ତା'ପରେ ତାହାଙ୍କର ସ୍ବାମୀ ମରିଗଲେ ଓ ସେ ବିଧବା ହାଇେ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହାଇେଥିଲା। ହାନ୍ନା ସବୁବେଳେ ମନ୍ଦିର ରେ ରହୁଥିଲେ। କବେେ ହେଲେ ସେ ମନ୍ଦିର ଛାଡି ଯାଇ ନଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ବରଙ୍କ ଉପାସନା କରୁଥିଲେ।
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ସମୟ ପର୍ୟ୍ଯନ୍ତ ତା' ସହିତ ଆବଦ୍ଧ ହାଇେ ରହିଥାଏ। କିନ୍ତୁ ଯେତବେେଳେ ତାହାର ସ୍ବାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହାଇେ ଯାଏ।