ମାତ୍ର ଯେଉଁ ୟୁବତୀ କନ୍ଯାମାନେ ପୁରୁଷମାନଙ୍କ ସହିତ ୟୌନ ସଂପର୍କ ରଖିବାର ଜ୍ଞାତ ହାଇନୋହାଁନ୍ତି, ସମାନଙ୍କେୁ ତୁମ୍ଭମାନଙ୍କ ସହିତ ଜୀବିତ ରଖ।
Cross references
ଯଦି ତୁମ୍ଭର କ୍ରୀତଦାସ କିମ୍ବା କ୍ରୀତଦାସୀ ଦରକାର ହୁଏ, ତବେେ ତୁମ୍ଭ ଚତୁର୍ଦ୍ଦିଗସ୍ଥ ଅନ୍ୟଦେଶୀଯମାନଙ୍କଠାରୁ କ୍ରୀତଦାସଦାସୀ କିଣିବ।
କିନ୍ତୁ ସ୍ତ୍ର, ପିଲା, ଗାଈଗୋରୁ ଓ ସମସ୍ତ ଦ୍ରବ୍ଯ ତକ୍ସ୍ଟମ୍ଭ ନିଜ ପାଇଁ ନଇୟୋଅ। ତୁମ୍ଭେ ଯାହା ବ୍ଯବହାର କରିବାକୁ ଗ୍ଭହିଁ ତୁମ୍ଭର ନବୋ ଓ ବ୍ଯବହାର କରିବା ଉଚିତ୍। ଏହି ସବୁ ଜିନିଷ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯୁଦ୍ଧରୁ ପ୍ରାପ୍ଯ ଦ୍ରବ୍ଯ ରୂପେ ଦଇେଛନ୍ତି।
ତୁମ୍ଭମାନେେ ଆପଣା ଶତୃମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ଗଲେ ଯଦି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସମାନଙ୍କେୁ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରନ୍ତି ଓ ତୁମ୍ଭମାନେେ ସମାନଙ୍କେୁ ବନ୍ଦୀକରି ଘନେିୟାଅ।
ଇଶ୍ରାୟେଲୀୟ ସୈନ୍ଯଦଳ ଯିହୁଦା ରେ ବାସ କରୁଥିବା ସମାନଙ୍କେର ନିଜ ଆତ୍ମୀଯମାନଙ୍କ ମଧ୍ଯରୁ 2,00,000 ଲୋକଙ୍କୁ ବନ୍ଦୀ କରି ନେଲେ। ସମାନେେ ସ୍ତ୍ରୀ ଲୋକ, ସନ୍ତାନଗଣ ଓ ଯିହୁଦାରୁ ଅନକେ ବହୁମୂଲ୍ଯ ସାମଗ୍ରୀ ଲୁଟି ନେଲେ। ଇଶ୍ରାୟେଲୀୟମାନେ ସହେି ବନ୍ଦୀମାନଙ୍କୁ ଓ ସାମଗ୍ରୀଗୁଡ଼ିକୁ ଶମରିଯାକୁ ନଇଗେଲେ।
ବିଦେଶୀମାନେ ଇଶ୍ରାୟେଲର ଲୋକଙ୍କୁ ତାଙ୍କ ଦେଶ ରେ ସ୍ଥାପନ କରିବେ। ଅନ୍ୟ ଗୋଷ୍ଠୀର ପୁରୁଷ ଓ ନାରୀମାନେ ଇଶ୍ରାୟେଲର କ୍ରୀତଦାସ ହବେେ, କାରଣ ଅତୀତ ରେ ସମାନେେ ଇଶ୍ରାୟେଲର ଲୋକମାନଙ୍କୁ ଦାସଦାସୀ କରିଥିଲେ। ମାତ୍ର ବର୍ତ୍ତମାନ ଇଶ୍ରାୟେଲ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେୁ ଶାସନ କରିବ।