ଯେଉଁ ଦ୍ରବ୍ଯ ଅଗ୍ନି ରେ ପକାୟାଇ ପାରିବ ନାହିଁ ତାକୁ ଜଳ ରେ ଧୋଇ ଶୁଚି କରିବ।
Cross references
ଏବଂ ସଦାପ୍ରଭୁ ମାଶାଙ୍କେୁ କହିଲେ, ଆଜି ଏବଂ ଆସନ୍ତା କାଲି ତୁମ୍ଭେ ଏକ ବିଶଷେ ସଭାର ଆଯୋଜନ କର। ଲୋକମାନେ ସମସ୍ତେ ତାଙ୍କର ବସ୍ତ୍ର ଧୌତ କରି ପିନ୍ଧିବେ।
ତେଣୁ ମାଶାେ ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଗଲେ, ସମସ୍ତ ଲୋକେ ସମାନଙ୍କେର ବସ୍ତ୍ର ଧୌତ କରି ନିଜକୁ ପବିତ୍ର କଲେ।
ଅଶୁଚି ପ୍ରାଣୀମାନଙ୍କ ଶବ କୌଣସି ଦ୍ରବ୍ଯ ଉପରେ ପଡିଲେ ତାହା ଅଶୁଚି ହବେ। ଯଦି ସହେି ଶବ କାଠପାତ୍ର କି ବସ୍ତ୍ର, କି ଚର୍ମ କି ଅଖା କିମ୍ବା କୌଣସି କର୍ମ ହତିଆର ଉପରେ ପଡିଲେ ତାହା ଜଳ ରେ ଧୂଆୟିବା ଉଚିତ୍। ଆଉ ତାହା ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ତା'ପରେ ଶୁଚି ହବେ।
ଯଦି କୌଣସି ବସ୍ତ୍ର ରେ କିମ୍ବା ଚର୍ମ ରେ ବୀର୍ୟ୍ଯପାତ ହୁଏ, ସଗେୁଡିକୁ ଜଳ ରେ ଧୌତ କରାୟିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ତାହା ଅଶୁଚି ରହିବ।
ସମାନଙ୍କେ ଶୂଚି କରିବାକୁ ଏହିରୂପେ କର। ସମାନଙ୍କେ ଉପରେ ଶୂଦ୍ଧ ଜଳ ସିଞ୍ଚନ କର ଓ ସମାନେେ ନିଜ ନିଜ ସମଗ୍ର ଶରୀର େକ୍ଷୗର କର ଏବଂ ବସ୍ତ୍ର ଧୋଇବେ। ଏହିପରି ସମାନେେ ନିଜକୁ ନିଜେ ଶୂଚି କରନ୍ତୁ।
ଏହାପରେ କୌଣସି ଶୁଚିଲୋକ ସହେି ଗାଈର ଭସ୍ମ ସଂଗ୍ରହ କରି ଛାଉଣୀ ବାହା ରେ କୌଣସି ଶୁଚି ସ୍ଥାନ ରେ ରଖିବ। ସହେି ଭସ୍ମ ଇଶ୍ରାୟେଲ ଲୋକମାନଙ୍କର ପାଣିକୁ ଶୁଚି କରିବା ନିମନ୍ତେ ରଖାୟିବ। ତାହା ଶୁଚି କରଣାର୍େଥ ଉତ୍ସର୍ଗ ଅଟେ।
ପୁଣି ଲୋକମାନେ ସହେି ଅଶୁଚି ଲୋକକୁ ଶୁଚି କରିବା ପାଇଁ ପାପାର୍ଥକ ବଳିର ଦଗ୍ଧ ଭସ୍ମ ନବେେ ଓ ତାକୁ ଏକ ପାତ୍ର ରେ ରଖି ପ୍ରବାହଜଳ ସେଥି ରେ ଢାଳିବେ।
ତୁମ୍ଭେ ଯେତବେେଳେ ଦୁଃଖ ରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହବେୁ। ଜଳ ମଧିଅରେ ଗମନ କଲା ବେଳେ ତୁମ୍ଭର ସଙ୍ଗୀ ହବେୁ। ଫଳ ରେ ତୁମ୍ଭେ ଜଳ ରେ ମଗ୍ନ ହବେ ନାହିଁ। ଅଗ୍ନି ରେ ଗମନ କଲା ବେଳେ ଦଗ୍ଧିଭୂତ ହବେ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।
ତା'ପ ରେ ଆମ୍ଭେ ସହେି ଏକ ତୃତୀଯାଂଶ ଲୋକଙ୍କୁ ଅଗ୍ନି ରେ ପରୀକ୍ଷା କରିବା। ଆମ୍ଭେ ସମାନଙ୍କେୁ ରୂପା ଯେପରି ନିର୍ମଳ ହୁଏ ସହେିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସହେି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସମାନେେ ଡାକିବେ ଏବଂ ଆମ୍ଭେ ସମାନଙ୍କେୁ ଉତ୍ତର ଦବୋ, 'ଏମାନେ ଆମ୍ଭର ଲୋକ', ଆଉ ସମାନେେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଅଟନ୍ତି।'
ଯଦି ତୁମ୍ଭମାନେେ ଧ୍ଯାନ ନ ଦିଅ ଏବଂ ଆମ୍ଭ ନାମକୁ ଗୌରବ ଦବୋ ପାଇଁ, ଗୁରୁତ୍ବ ନ ଦିଅ ତବେେ ତୁମ୍ଭମାନଙ୍କର ଆଶୀର୍ବାଦଗୁଡିକ ଅଭିଶାପ ରେ ପରିଣତ କରିବା। ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ ଘଟାଇବା କାରଣ ତୁମ୍ଭମାନେେ ଆମ୍ଭର ନାମକୁ ଗୌରବ ଦବୋ ବିଷଯ ରେ ଗମ୍ଭୀର ନୁହଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାଣୀସବୁ କହିଥିଲେ।
ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।
କିନ୍ତୁ ପ୍ରେତ୍ୟକକ ଲୋକର କାମ ସହେି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହବେ। ସହେି ଦିନଟି ନିଆଁ ଦଇେ ଆସିବ, ଓ ସହେି ନିଆଁ ପ୍ରେତ୍ୟକକ ଲୋକର କାର୍ୟ୍ଯକୁ ପରୀକ୍ଷା କରିବ।
ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ଯୁ ବରଣ କରିଥିଲେ। ଯେପରି ସୁସାମାଚାରର ବାକ୍ଯ ଓ ଜଳ ଦ୍ବାରା ଧେ ୗତ କରି ସଫା କରିବା ପରେ ସେ ପରମେଶ୍ବରଙ୍କ କାର୍ୟ୍ଯ ମାଧ୍ଯମ ରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରିପାରନ୍ତି।
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।
ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
ସହେି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତସ୍ମ ନୁହେଁ। ମାତ୍ର ବାପ୍ତସ୍ମ ହେଉଛି, ପରମେଶ୍ବରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ଯୁରୁ ଜୀବିତ ହାଇେଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।
ମାେ ମିତ୍ରଗଣ, ତୁମ୍ଭମାନେେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ୟ୍ଯ ମନକରେ ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ବାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ୟ୍ଯ କଥା ଘଟୁଛି।
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମାଠାରୁେ ଅଗ୍ନି ରେ ଖାଣ୍ଟି ହାଇେଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତ ରେ ଧନୀ ହାଇଯେିବ। ମୁଁ ତୁମ୍ଭକୁ ଏହା କହୁଛି : ଧଳା ବସ୍ତ୍ର କିଣ। ତବେେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘାଡ଼ଇେେ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖି ରେ ଲଗାଇବା ପାଇଁ ମଧ୍ଯ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତ ରେ ଦେଖିପାରିବ।