Cross references
ଗଣନା ପୁସ୍ତକ 31:53
ପୁଣି ଯୋଦ୍ଧାମାନେ ନିଜ ନିଜ ପାଇଁ ଲୁଟିତ ଦ୍ରବ୍ଯର ଅବଶିଷ୍ଟ ଭାଗ ରଖି ନଇେଥିଲେ।
ଆୟୁବ ପୁସ୍ତକ 1:3
ଆୟୁବ 7 ,000 ମେଣ୍ଢା, 3 ,000 ଓଟ, 1 ,000 ଷଣ୍ଢ ଏବଂ 500 ମାଇ ଗଧର ମାଲିକ ଥିଲା। ତା'ର ଅନକେ ଗୁଡ଼ିଏ ଭୃତ୍ଯ ଥିଲେ। ଆୟୁବ ପୂର୍ବାଞ୍ଚଳ ଦେଶମାନଙ୍କ ମଧିଅରେ ସବୁଠାରୁ ବେଶୀ ଧନୀ ଥିଲା।