Home Bibles ଗଣନା ପୁସ୍ତକ 32:19 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 32:19 · ଓଡ଼ିଆ ବାଇବେଲ

ଆଉ ଆମ୍ଭମାନେେ ୟର୍ଦ୍ଦନର ଆର ପରି ରେ ଓ ତହିଁ ଆଗ ରେ ସମାନଙ୍କେ ସହିତ ଅଧିକାର ନବେୁ ନାହିଁ। କାରଣ ୟର୍ଦ୍ଧନ ଏହି ପାଶର୍‌ବ ରେ ଆମ୍ଭମାନଙ୍କ ଅଧିକାର ରହିଅଛି।

Cross references

ଆଦି ପୁସ୍ତକ 13:10

ଲୋଟ ୟର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସଠାେରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହ ମାରୋକୁ ଧ୍ବଂସ କରିବା ପୂର୍ବରୁ ଏହାଥିଲା। ସହେି ସମୟରେ ୟର୍ଦ୍ଦନ ଉପତ୍ୟକା ସୋଯର ପର୍ୟ୍ଯନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ଯ ଥିଲା।

ଆଦି ପୁସ୍ତକ 14:12

ଅବ୍ରାମର ଭାତୃ ପୁତ୍ର ଲୋଟ ସଦୋମ ରେ ବାସ କରୁଥିଲା ଏବଂ ଶତୃମାନେ ତାହାକୁ ବନ୍ଦୀ କଲେ। ଏବଂ ଶତୃଗଣ ତାଙ୍କର ସମସ୍ତ ସମ୍ପତ୍ତି ଲୁଟି ନେଲେ।

ଗଣନା ପୁସ୍ତକ 32:32

ଆମ୍ଭମାନଙ୍କର ସୈନ୍ଯମାନେ ସଦାପ୍ରଭୁଙ୍କ ସମ୍ମୁଖ ରେ ୟର୍ଦ୍ଦନ ପାର ହାଇେ କିଣାନ ଦେଶକୁ ଯିବେ, କିନ୍ତୁ ଆମ୍ଭମାନେେ ୟର୍ଦ୍ଦନର ପୂର୍ବ ପାରିକୁ ଅଧିକାର ରୂପେ ପାଇବୁ।

ଗଣନା ପୁସ୍ତକ 34:15

ଏହି ଦୁଇ ବଂଶ ଓ ଅର୍ଦ୍ଧବଂଶ ୟରୀହୋ ପୂର୍ବଦିଗ ରେ ୟର୍ଦ୍ଦନର ଆରପାରି ରେ ସମାନଙ୍କେର ଅଧିକାର ପାଇଅଛନ୍ତି।

ଯିହୋଶୂୟ 1:14

ତୁମ୍ଭର ସ୍ତ୍ରୀ ଏବଂ ପିଲାମାନେ ୟର୍ଦ୍ଦନର ପୂର୍ବ ଦିଗସ୍ଥ ଭୂମିରେ ବାସ କରିବେ, ଯାହା ସଦାପ୍ରଭୁ ତୁମ୍ଭକୁ ଦଇେଛନ୍ତି। ସମାନେେ ସଠାେରେ ସମାନଙ୍କେର ଗୋରୁଗାଈ ସହିତ ବାସ କରିବେ। କିନ୍ତୁ ତୁମ୍ଭର ଶକ୍ତିଶାଳୀ ଯୋଦ୍ଧାଗଣ ତୁମ୍ଭମାନଙ୍କର ଭାତୃଗଣ ସହିତ ଅସ୍ତ୍ର ରେ ସକ୍ସ୍ଟସଜ୍ଜିତ ହାଇେ ୟର୍ଦ୍ଦନ ନଦୀ ପାର ହବୋ ଉଚିତ୍। ତୁମ୍ଭେ ସମାନଙ୍କେୁ ସମାନଙ୍କେ ଭୂମି ଫରୋଇବା ପାଇଁ କରୁଥିବା ୟକ୍ସ୍ଟଦ୍ଧ ରେ ସାହାୟ୍ଯ କରିବା ଉଚିତ୍।

ଯିହୋଶୂୟ 12:1

ୟର୍ଦ୍ଦନର ପୂର୍ବପାଶର୍‌ବସ୍ଥ ଦେଶଗୁଡିକୁ ଇଶ୍ରାୟେଲର ଲୋକମାନେ ନିଜ ଅଧିନକକ୍ସ୍ଟ ଆଣିଲେ। ଆରୋଣ ପର୍ବତଠାରକ୍ସ୍ଟ ହର୍ମୋଣ ପର୍ବତ ପର୍ୟ୍ଯନ୍ତ ଓ ଆରାବହଃର ପୂର୍ବ ଦିଗସ୍ଥ ସମସ୍ତ ରାଜାମାନଙ୍କୁ ପରାସ୍ତ କଲେ।

ଯିହୋଶୂୟ 13:8

ରକ୍ସ୍ଟବନରେ ବଂଶ, ଗାଦ୍ ଏବଂ ମନଃଶିର ଅର୍ଦ୍ଧ ବଂଶଧରମାନେ ସମାନଙ୍କେର ଦେଶକକ୍ସ୍ଟ ନଇୟୋଇଛନ୍ତି। ସଦାପ୍ରଭୁଙ୍କର ସବେକ ମାଶାେ, ତାଙ୍କୁ ଏହି ଦେଶଗକ୍ସ୍ଟଡିକ ଦଇେଛନ୍ତି। ତାହା ୟର୍ଦ୍ଦନ ନଦୀର ପୂର୍ବ ଭାଗ ରେ।

ଦିତୀୟ ରାଜାବଳୀ 10:32

ସହେି ସମୟରେ ସଦାପ୍ରଭୁ ଇଶ୍ରାୟେଲକୁ ଭାଗ କରିବାକୁ ଆରମ୍ଭ କଲେ। ପୁଣି ଅରାମର ରାଜା ହସାଯଲେ ଇଶ୍ରାୟେଲର ସମସ୍ତ ସୀମା ରେ ଇଶ୍ରାୟେଲୀୟମାନଙ୍କୁ ପରାସ୍ତ କଲେ।

ଦିତୀୟ ରାଜାବଳୀ 15:29

ଇଶ୍ରାୟେଲର ରାଜା ପକହଙ୍କେର ସମୟରେ ଅଶୂରର ରାଜା ତିଗ୍ଲତ-ପିଲଷେର ଆସି ଇୟୋନ, ଆବଲେ-ବୈଥ୍ମାଖା, ୟାନୋହକଦେେଶ, ହାତ୍ସୋର, ଗିଲିଯଦ, ଗାଲୀଲ ଓ ସମୁଦାଯ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା।

ପ୍ରଥମ ବଂଶାବଳୀ 5:25

କିନ୍ତୁ ଏହି ନେତାମାନେ ସମାନଙ୍କେର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲେ। ସମାନେେ ସହେି ଲୋକମାନଙ୍କର ମିଥ୍ଯା ଦବେତାଗଣର ଉପାସନା କରିବାକୁ ଆରମ୍ଭ କଲେ, ଯେଉଁମାନଙ୍କୁ ପରମେଶ୍ବର ସମାନଙ୍କେ ସମ୍ମୁଖ ରେ ନଷ୍ଟ କରିଥିଲେ।

ହିତୋପଦେଶ 20:21

ଧନ ସମ୍ପତ୍ତି ହଠାତ୍ ମିଳିପା ରେ ଓ ସହଜ ରେ ଲାଭ ହୁଏ, ପୁଣି ଶଷେ ରେ ଆଶୀର୍ବାଦୟୁକ୍ତ ହବେ ନାହିଁ।

Interlinear

Choose Theme