Home Bibles ଗଣନା ପୁସ୍ତକ 32:37 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 32:37 · ଓଡ଼ିଆ ବାଇବେଲ

ରୁବନେ ଗୋଷ୍ଠୀଗଣ ହିଷ୍ ବୋନ୍, ଇଲିଯାଲୀ ଓ କିରିଯାଥଯିମ୍କୁ।

Cross references

ଗଣନା ପୁସ୍ତକ 21:27

ଏଥି ନିମନ୍ତେ କବିମାନେ କହନ୍ତି,

ଗଣନା ପୁସ୍ତକ 32:3

ସମାନେେ କହିଲେ, ତୁମ୍ଭର ଏହି ସବେକମାନଙ୍କର ବହୁ ମଷେ ଓ ଗୋରୁଗାଈ ଅଛନ୍ତି। ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇଶ୍ରାୟେଲର ପାଇଁ ପରାସ୍ତ କରିଅଛନ୍ତି, ତାହା ଆମ୍ଭର ମଷଗେୁଡିକ ନିମନ୍ତେ ଓ ଗୋରୁଗାଈ ନିମନ୍ତେ ଉତ୍ତମ ଅଟେ।

ଯିଶାଇୟ 15:4

ହଶବୋନ୍ ଓ ଇଲିଯାଲି ଅତି ଉଚ୍ଚସ୍ବର ରେ କ୍ରନ୍ଦନ କରୁଛି। ସମାନଙ୍କେର ରବ ୟହସ୍ ପର୍ୟ୍ଯନ୍ତ ଶୁଣା ୟାଇଛି। ଏପରିକି ମାୟୋବର ସୈନ୍ଯମାନେ ଭୟ ରେ କମ୍ପିତ ହାଇେ ଆର୍ତ୍ତନାଦ କରୁଛନ୍ତି।

ଯିରିମିୟ 48:1

ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ମାୟୋବ ବିଷଯ ରେ ଏହା କହନ୍ତି, ନବୋ ଧ୍ବଂସ ହବେ, କିରିଯାଥଯିମ ଲଜ୍ଜିତ ହବେ। ତାହା କବଳିତ ହବେ ଏବଂ ପର୍ବତଗଡ଼ ଲଜ୍ଜିତ ଓ ଭଗ୍ନ ହବେ।

Interlinear

Choose Theme