ଗଣନା ପୁସ୍ତକ 32:42 · ଓଡ଼ିଆ ବାଇବେଲ
ଆଉ ନୋବହ ୟାଇ କାନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସା ରେ ତାହାର ନାମ ନୋବହ ରଖିଲା।
Cross references
ବିଚାରକର୍ତାମାନଙ୍କ ବିବରଣ 8:11
ଏହାପରେ ଗିଦ୍ଦିୟୋନ ନୋବହ ଓ ୟଗ୍ ବିହର ସହରଗକ୍ସ୍ଟଡିକ ପୂର୍ବ ଦିଗ ରେ ତମ୍ବୁ ନିବାସୀମାନଙ୍କ ପଥଦଇେ ଗଲେ। ସେ କାରକ ନଗର ରେ ପହନ୍ଚିଲେ ଏବଂ ଶତୃ ଛାଉଣୀକକ୍ସ୍ଟ ଆକ୍ରମଣ କଲେ। ଯେତବେେଳେ ସମାନେେ ଆକ୍ରମଣକକ୍ସ୍ଟ ଆଶା କରିନଥିଲେ।
ଦିତୀୟ ଶାମୁୟେଲ 18:18
ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ଉପତ୍ୟକା ରେ ଏକ ସ୍ତମ୍ଭ ନିର୍ମାଣ କରିଥିଲେ। ସେ କହିଲେ, ମାରେ ନାମକକ୍ସ୍ଟ ଜୀବିତ ରଖିବା ପାଇଁ ମାରେ ପକ୍ସ୍ଟତ୍ର ନାହିଁ। ସେଥିପାଇଁ ସେ ତାଙ୍କର ସ୍ମୃତିଫଳକ ରଖିବା ପାଇଁ ସ୍ଥାପନ କଲେ ଓ ତାଙ୍କ ନିଜ ନାମ ରଖିଲେ। ସହେି ନାମ ଅଦ୍ଯପି ଅବଶା ଲୋମର ସମାଧିସ୍ତକ୍ସ୍ଟପ ରହିଅଛି।
ଗୀତସଂହିତା 49:11
ସମାନଙ୍କେ କବର ସମାନଙ୍କେ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ ଏବଂ ୟତେେ ଭୂମି ସମାନେେ ଅଧିକାର କରିଥିଲେ ହେଁ, ଏହା ସମାନଙ୍କେ ପାଇଁ ମୂଲ୍ଯହୀନ ଅଟେ।