Home Bibles ଗଣନା ପୁସ୍ତକ 32:5 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 32:5 · ଓଡ଼ିଆ ବାଇବେଲ

ଯଦି ଏହା ତୁମ୍ଭକୁ ଆନନ୍ଦ ଦିଏ, ତୁମ୍ଭର ସବେକଗଣକୁ ଏହି ଦେଶ ଦିଆଯାଉ, ଆମ୍ଭମାନଙ୍କୁ ୟର୍ଦ୍ଦନ ସପୋରିକୁ ନିଆ ନଯାଉ।

Cross references

ଆଦି ପୁସ୍ତକ 19:19

ତୁମ୍ଭେ ମାେତେ ମାହେ ଜୀବନକୁ ରକ୍ଷାକରି, କିଛି ସମୟ ପୂର୍ବରୁ ଆମ୍ଭଙ୍କୁ ଅତ୍ଯନ୍ତ ଦୟା ଓ ଅନୁଗ୍ରହ ଦଖାଇେଛ। କିନ୍ତୁ ମୁଁ ପର୍ବତକୁ ପଳାଇ ୟାଇ ନପା ରେ। ଏହି ବିପତ୍ତି ହୁଏତ ମାେତେ ଧରି ପକାଇବ ଓ ମାରିଦବେ।

ଦିତୀୟ ବିବରଣ 1:37

ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମାେ ଉପରେ କୋରଧିତ ହେଲେ। ସେ ମାେତେ କହିଲେ, ' ମାଶାେ, ତୁମ୍ଭେ ମଧ୍ଯ ସେ ସ୍ଥାନ ରେ ପ୍ରବେଶ କରିବ ନାହିଁ।

ଦିତୀୟ ବିବରଣ 3:25

ମୁ ବିନତି କରୁଛି, ମାେତେ ସପୋରିକି ୟିବାକକ୍ସ୍ଟ ଦିଅ, ୟର୍ଦ୍ଦନର ସପୋରିସ୍ଥ ସହେି ଉତ୍ତମ ଦେଶ, ସହେି ରମଣୀଯ ପର୍ବତ ଓ ଲିବାନୋନ୍ ଦେଖିବାକକ୍ସ୍ଟ ଦିଅ।'

ଯିହୋଶୂୟ 7:7

ଯିହାଶୂେୟ କହିଲେ, ହେ ମାରେ ପ୍ରଭକ୍ସ୍ଟ, ଆପଣ କାହିଁକି ଏହି ଲୋକମାନଙ୍କୁ ୟର୍ଦ୍ଦନ ପାର ହବୋକକ୍ସ୍ଟ ଦେଲେ? କ'ଣ ଆମ୍ଭକକ୍ସ୍ଟ ଇ ମାରେୀଯମାନଙ୍କ ହସ୍ତ ରେ ବିନାଶ କରିବାକୁ, ଏହା କଲେ? ଆହା ଯଦି ମୁ ୟର୍ଦ୍ଦନ ସପୋରି ରେ ରହିଥାନ୍ତି।

ରୂତର ବିବରଣ 2:10

ଏହାପରେ ଋତ ତାଙ୍କୁ ପ୍ରମାଣ କଲା। ସେ ବୋୟଜଙ୍କକ୍ସ୍ଟ ପଗ୍ଭରିଲା, ମୁ ଆଶ୍ଚର୍ୟ୍ଯ ହେଉଛି, ତୁମ୍ଭେ ତ ମାେତେ ଆଗରକ୍ସ୍ଟ କବେବେି ଦେଖି ନାହିଁ। ମୁ ବିଦେଶୀନୀ ହେଲବେି ତୁମ୍ଭେ ମାେ' ପ୍ରତି ଦୟା ଦଖାଇେ ଅଛ।

ପ୍ରଥମ ଶାମୁୟେଲ 20:3

କିନ୍ତୁ ଦାଉଦ ଦେଲେ, ତକ୍ସ୍ଟମ୍ଭ ବାପା ଭଲଭାବରେ ଜାଣନ୍ତି ଯେ ମୁ ତୁମ୍ଭର ସାଙ୍ଗ। ତକ୍ସ୍ଟମ୍ଭ ବାପା ନିଜକକ୍ସ୍ଟ କହିଲେ, 'ଯୋନାଥନ ନିଶ୍ଚଯ ଏହା ଜାଣି ନଥିବ। ଯଦି ସେ ଜାଣେ ତା'ର ହୃଦଯ ଦକ୍ସ୍ଟଃଖ ରେ ପୂର୍ଣ୍ଣ ହାଇଯେିବ, ସେ ମଧ୍ଯ ଦାଉଦଙ୍କକ୍ସ୍ଟ କହିପାରି ଥାନ୍ତେ।' କିନ୍ତୁ ତୁମ୍ଭେ ଏବଂ ପ୍ରଭକ୍ସ୍ଟ ଜୀବିତ ଥିବା ବେଳେ ମୁ ମୃତକ୍ସ୍ଟ୍ଯର ନିକଟତର ହେଉଅଛି।

ଦିତୀୟ ଶାମୁୟେଲ 14:22

ଯୋୟାବ ମକ୍ସ୍ଟଣ୍ତ ନୂଆଁଇ ରାଜାଙ୍କକ୍ସ୍ଟ ପ୍ରଣାମ କଲା ଓ ରାଜାଙ୍କ ନାମ ରେ ଜଯଗାନ କଲା। ସେ କହିଲା, ହେ ରାଜା! ମୁ ଜାଣେ ଯେ, ଆଜି ଆରଣଙ୍କ ଦୃଷ୍ଟି ରେ ମୁ ଅନକ୍ସ୍ଟଗ୍ରହ ପାଇଛି। ଏହା ଆଜି ମୁ ଜାଣେ କାରଣ ଆପଣଙ୍କର ଦାସର କଥାନକ୍ସ୍ଟସା ରେ କାର୍ୟ୍ଯ କଲେ।

ଏଷ୍ଟର ବିବରଣ 5:2

ତାପରେ ରାଜା, ରାଣୀ ଏଷ୍ଟର ପ୍ରାଙ୍ଗଣ ରେ ଠିଆ ହବୋର ଦେଖିଲେ। ଏବଂ ରାଜା ତାକୁ ଦେଖି ଖୁସି ହେଲେ, ତେଣୁ ସେ ତାଙ୍କ ହାତ ରେ ଥିବା ସୁବର୍ଣ୍ଣର ରାଜଦଣ୍ତ ରାଣୀ ଏଷ୍ଟର ଆଡକୁ ବଢାଇଲେ। ତେଣୁ ଏଷ୍ଟର ନିକଟକୁ ଆସିଲେ ଏବଂ ଆସି ରାଜଦଣ୍ତର ଅଗ୍ର ଭାଗ ଛୁଇଁଲେ।

ଯିରିମିୟ 31:2

ସଦାପ୍ରଭୁ କହନ୍ତି, ଖଡ୍ଗରୁ ରକ୍ଷା ପାଇଥିବା ଲୋକମାନେ ପ୍ରାନ୍ତର ରେ ଆଶ୍ରଯ ପାଇବେ, ଯେତବେେଳେ ଇଶ୍ରାୟେଲ ବିଶ୍ରାମ ଚାହିଁଲେ।

Interlinear

Choose Theme