ସମାନେେ ସୀନଯ ମରୁଭୂମିରୁ ୟାତ୍ରା କରି କିବୋତ୍ହତ୍ତାବା ରେ ଛାଉଣୀ ସ୍ଥାପନ କଲେ।
Cross references
ଆଉ ଦ୍ବିତୀୟ ବର୍ଷର ଦ୍ବିତୀୟ ମାସର ବିଂଶତମ ଦିନ ରେ ସହେି ମେଘ ସାକ୍ଷ୍ଯରୂପ ପବିତ୍ର ତମ୍ବୁ ଉପରୁ ନିଆଗଲା।
ତହୁଁ ଇଶ୍ରାୟେଲର ଲୋକମାନେ ସନୀଯ ମରୁଭୂମିରୁ ୟାତ୍ରା ଆରମ୍ଭ କଲେ, ପୁଣି ସହେି ମେଘ ପାରଣ ମରୁଭୂମିରେ ଅବସ୍ଥାନ କଲା।
ସମାନେେ ସଦାପ୍ରଭୁଙ୍କ ପର୍ବତରୁ ତିନିଦିନର ପଥ ଅତିକ୍ରମ କଲେ, ପୁଣି ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସମାନଙ୍କେ ନିମନ୍ତେ ବିଶ୍ରାମସ୍ଥାନ ଅନ୍ବଷେଣ କରିବା ପାଇଁ ସମାନଙ୍କେ ଆଗ ରେ ତିନିଦିନର ପଥ ଗଲା।
ତା'ପରେ ସମାନଙ୍କେ ମଧ୍ଯରୁ ଅସୁବିଧା ସୃଷ୍ଟିକାରୀଗଣଙ୍କର ଉତ୍ତମ ଖାଦ୍ୟ ଖାଇବାକୁ ପ୍ରବଳଇଚ୍ଛା ହେଲା। ଇଶ୍ରାୟେଲର ଲୋକମାନେ ସମାନଙ୍କେ ସହିତ ୟୋଗ ଦେଲେ ଏବଂ ପାଟି କଲେ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦବେ?
ତେଣୁ ସହେି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା। କାରଣ ସମାନେେ ଖାଦ୍ୟ ନିମନ୍ତେ ଲୋଭୀ ଲୋକମାନଙ୍କୁ ସହେି ସ୍ଥାନ ରେ କବର ଦେଲେ।
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ହାରେବେ ରେ କହିଥିଲେ। ସେ କହିଲେ, 'ତୁମ୍ଭମାନେେ ଏହି ପର୍ବତ ରେ ୟଥେଷ୍ଟ ସମୟ ବାସ କରି ଅଛ।