Home Bibles ଗଣନା ପୁସ୍ତକ 33:37 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 33:37 · ଓଡ଼ିଆ ବାଇବେଲ

ପୁଣି ସମାନେେ କାଦେଶରୁ ୟାଇ ଇଦୋମ ଦେଶ ସୀମା ରେ ଅବସ୍ଥିତ ହାରେ ପର୍ବତ ରେ ଛାଉଣୀ ସ୍ଥାପନ କଲେ।

Cross references

ଗଣନା ପୁସ୍ତକ 20:16

ସେତବେେଳେ ଆମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସାହାୟ୍ଯ ପାଇଁ ବିଳାଶ କଲୁ ଓ ସେ ଆମ୍ଭର ପ୍ରାର୍ଥନା ଶୁଣିଲେ। ସେ ଏକ ଦୂତ ପଠାଇ ମିଶରରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ। ବର୍ତ୍ତମାନ ଆମ୍ଭେ ତୁମ୍ଭ ଦେଶର ସୀମାସ୍ଥିତ କାଦେଶ ନଗର ରେ ଅଛୁ।

ଗଣନା ପୁସ୍ତକ 20:22

ସମସ୍ତ ଇଶ୍ରାୟେଲର ଲୋକମାନେ କାଦେଶରୁ ହାରେ ପର୍ବତକୁ ୟାତ୍ରା କଲେ।

ଗଣନା ପୁସ୍ତକ 21:4

ତା'ପରେ ସମାନେେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହାରେ ପର୍ବତରୁ ଲୋହିତ ସାଗର ପଥ ଦଇେ ୟାତ୍ରା କଲେ। ପୁଣି ଦୀର୍ଘପଥ ୟୋଗୁଁ ସମାନେେ ର୍ଧୈୟ୍ଯହରା ହାଇଗେଲେ।

Interlinear

Choose Theme