ଗଣନା ପୁସ୍ତକ 33:40 · ଓଡ଼ିଆ ବାଇବେଲ
କିଣାନୀଯ ରାଜା ଆରାଦର ନଗେଭେ ରେ ଶୁଣିଲେ ଯେ, ଇଶ୍ରାୟେଲର ଲୋକମାନେ ଆସୁଥିଲେ।
Cross references
ଗଣନା ପୁସ୍ତକ 21:1
କିଣାନ ବଂଶୀଯ ରାଜା ଆରାଦ ଦକ୍ଷିଣ ପ୍ରଦେଶ ରେ ବାସ କରୁଥିବା ବେଳେ ଶୁଣିଲେ ଯେ ଇଶ୍ରାୟେଲର ଲୋକମାନେ ଅଥାରୀମର ପଥ ଦଇେ ଆସୁଛନ୍ତି। ତେଣୁ ସେ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କଲେ ଓ ସମାନଙ୍କେ ମଧ୍ଯରୁ କେତକଙ୍କେୁ ବନ୍ଧୀ କଲେ।