Home Bibles ☰ Books ଗଣନା ପୁସ୍ତକ 33:7 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 33:7 · ଓଡ଼ିଆ ବାଇବେଲ

ତହୁଁ ସମାନେେ ଏଥମରୁ ୟାତ୍ରା କରି ବାଲସଫୋନର ନିକଟସ୍ଥ ପୀହହୀରୋତକୁ ଫରେି ଆସିଲେ। ସମାନେେ ମିଗ୍ଦୋଲ ନିକଟରେ ଛାଉଣୀ ସ୍ଥାପନ କଲେ।

Cross references

ଯାତ୍ରା ପୁସ୍ତକ 14:2

ଇଶ୍ରାୟେଲର ଲୋକମାନଙ୍କୁ କୁହ, ସମାନେେ ପୀହହୀରୋତକୁ ଫରେି ୟାଆନ୍ତୁ ଏବଂ ସାମନା ରେ ଛାଉଣୀ ପକାନ୍ତୁ। ସମାନଙ୍କେୁ କୁହ, ସମାନେେ ମିଗ୍ଦୋଲ ଓ ସମୁଦ୍ର ମଧିଅରେ ଏବଂ ବାଲ୍ସଫୋନ୍ ଆଗ ରେ ଛାଉଣୀ ସ୍ଥାପନ କରନ୍ତୁ।

ଯାତ୍ରା ପୁସ୍ତକ 14:9

ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କ ପଛ ରେ ଗୋଡ଼ାଇଲେ। ଫାରୋଙ୍କର ସମସ୍ତ ଅଶ୍ବ, ରଥ, ତାଙ୍କର ରଥା ରୋହୀ ଏବଂ ତାଙ୍କର ସୈନ୍ଯ ସମାନଙ୍କେୁ ଗୋଡ଼ାଇଲେ ଆବଂ ସମୁଦ୍ର ପାଖ ରେ ବାଲ-ସଫୋନ ଆଡକୁ ମୁଖ କରିଥିବା ପୀହହୀରୋତ ଛାଉଣୀ ନିକଟରେ ଭଟେିଲେ।

ଗଣନା ପୁସ୍ତକ 33:8

ଏହାପରେ ସମାନେେ ପୀହହୀରୋତ୍ର ସମ୍ମୁଖରୁ ୟାତା୍ର କରି ସମୁଦ୍ର ମଧ୍ଯ ଦଇେ ମରୁଭୂମିରେ ପ୍ରବେଶ କଲେ। ଆଉ ଏଥମ ମରୁଭୂମିରେ ତିନି ଦିନ ୟାତ୍ରା କରି ମାରା ରେ ଛାଉଣୀ ସ୍ଥାପନ କଲେ।

Interlinear

Choose Theme