Home Bibles ଗଣନା ପୁସ୍ତକ 33:9 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 33:9 · ଓଡ଼ିଆ ବାଇବେଲ

ପୁଣି ମାରାରୁ ୟାତ୍ରା କରି ଏଲୀମ ରେ ଉପସ୍ଥିତ ହେଲେ; ସହେି ଏଲୀମ ରେ ବାର ଝରଣା ଓ ସତୁରି ଖଜୁରୀ ଗଛ ଥିଲା। ଏଣୁ ସମାନେେ ସହେି ସ୍ଥାନ ରେ ଛାଉଣୀ ସ୍ଥାପନ କଲେ।

Cross references

ଯାତ୍ରା ପୁସ୍ତକ 15:27

ଏହାପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠା ରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସହେିଠା ରେ ପାଣି ପାଖ ରେ ଛାଉଣୀ ସ୍ଥାପନ କଲେ।

Interlinear

Choose Theme