ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫରେି ଅକ୍ରଦ୍ଦୀମ ଘାଟ ଦଇେ ସୀନ୍ ପର୍ୟ୍ଯନ୍ତ ୟିବ ଓ ସଠାରୁେ କାଦେଶ ବର୍ଣଯରେ ଦକ୍ଷିଣ ଦଇେ ହତସର-ଅଦରକୁ ଆସି ଅସ୍ମୋନ ପର୍ୟ୍ଯନ୍ତ ୟିବ।
Cross references
ତେଣୁ ସମାନେେ ସୀନ ମରୁଭୂମିରୁ ୟାତ୍ରାକରି ହମାତର ପ୍ରବେଶ ସ୍ଥାନ ରହୋବ ପର୍ୟ୍ଯନ୍ତ ଦେଶ ଅନୁସନ୍ଧାନ କଲେ।
ଅନନ୍ତର ସମାନେେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନ ରେ ମାଶାଙ୍କେୁ ଭଟେିଲେ, ହାରୋଣ ଓ ଇଶ୍ରାୟେଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହାଇେ ସମାନଙ୍କେୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସମାନଙ୍କେୁ ସହେି ଦେଶର ଫଳ ଦଖାଇେଲେ।
ଇଶ୍ରାୟେଲର ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସ ରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସମାନେେ କାଦେଶ ରେ ବାସ କଲେ। ମରିଯମ ସହେି ସ୍ଥାନ ରେ ମୃତ୍ଯୁବରଣ କଲେ ଓ ତାଙ୍କୁ ସଠାେରେ କବର ଦିଆଗଲା।
ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ ବର୍ଣଯଠାରୁେ ସହେି ଦେଶ ଦେଖିବାକୁ ପଠାଇବା ବେଳେ ସମାନେେ ଏହିରୂପେ କରିଥିଲେ।
ସମାନେେ ଇତ୍ସିୟୋନ-ଗବରରେୁ ୟାତ୍ରା କଲେ ଓ ସିନ୍ ମରୁଭୂମିରେ କାଦେଶଠା ରେ ଛାଉଣୀ ସ୍ଥାପନ କଲେ।
ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ ପ୍ରାନ୍ତର ପର୍ୟ୍ଯନ୍ତ ହବେ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହବେ।
ଏହି ସୀମା ଦକ୍ଷିଣ ଦିଗର ଅନ୍ତ୍ରଦ୍ଦୀମ ଘାଟି ଦଇେ ସିନ୍ ପର୍ୟ୍ଯନ୍ତ ଗଲା। ପକ୍ସ୍ଟଣି ଦକ୍ଷିଣ ରେ କାଦେଶ ବର୍ଣ୍ଣଯେ ପର୍ୟ୍ଯନ୍ତ ଉପରକକ୍ସ୍ଟ ଉଠିଲା ତହିଁ ହିଷ୍ରୋଣ ଦଇେ ଅଦ୍ଦର ଉପରକକ୍ସ୍ଟ ଉଠି କର୍କ୍କା ପର୍ୟ୍ଯନ୍ତ ବକ୍ସ୍ଟଲିକରି ଗଲା।
ଇ ମାରେୀଯ ଲୋକମାନଙ୍କର ଭୂମିର ସୀମା ଅକ୍ରଦ୍ଦୀମ ଘାଟି ଶୈଳଠାରକ୍ସ୍ଟ ଏବଂ ପର୍ବତ ଦେଶ ଶିଳା ସୀମା ମଧିଅରେ ଥିଲା।