Home Bibles ଗଣନା ପୁସ୍ତକ 34:6 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 34:6 · ଓଡ଼ିଆ ବାଇବେଲ

ଭୂମଧ୍ଯସାଗର ପଶ୍ଚିମ ସୀମା ହବେ। ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହବେ।

Cross references

ଦିତୀୟ ବିବରଣ 34:2

ସଦାପ୍ରଭୁ ତାଙ୍କୁ ନଲ୍ଗାଲିଙ୍କର ସମସ୍ତ ଭୂମି ଇଫ୍ରଯିମ ଏବଂ ମନଃଶିଙ୍କର ସମସ୍ତ ଭୂମି ଦଖାଇେଲେ। ସେ ପଶ୍ଚିମ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ୟିହକ୍ସ୍ଟଦାର ସମସ୍ତ ଦେଶ ତାଙ୍କୁ ଦଖାଇେଲେ।

ଯିହୋଶୂୟ 1:4

ହିତ୍ତୀଯମାନଙ୍କ ସମସ୍ତ ଦେଶ, ସହିତ ଭୂମଧ୍ଯ ସାଗର ପର୍ୟ୍ଯନ୍ତ ଓ ପଶ୍ଚିମ ରେ ମହାନ ଫରାତ୍ ନଦୀ ପାଖର ମରକ୍ସ୍ଟଭୂମି ଓ ଲିବା ନୋନ୍ର ସମସ୍ତ ଭୂମି ତୁମ୍ଭର ହବେ।

ଯିହୋଶୂୟ 9:1

ୟର୍ଦ୍ଦନ ପଶ୍ଚିମ ପାରିସ୍ଥ ସମକ୍ସ୍ଟଦାଯ ରାଜଗଣ ଯେଉଁମାନେ ପର୍ବତ, ସମତଳଭୂମି ଓ ଭୂମଧ୍ଯ ସାଗରର ଉପକୂଳ ବର୍ତ୍ତୀ ଲବୋନନର ଦୂର ଅଞ୍ଚଳ ରେ ବାସ କରୁଥିଲେ, ଯେଉଁମାନେ ହିତ୍ତୀଯ, ଇ ମାରେୀଯ, କିଣାନୀଯ, ପରିଷୀଯ, ହିଦ୍ଦୀଯ ଓ ୟିବକ୍ସ୍ଟଷୀଯ ରାଜଗଣ ବିଷଯ ରେ ଏହି କଥା ଶୁଣିଲେ।

ଯିହୋଶୂୟ 15:11

ଏହାପରେ ସେ ସୀମା ଇକ୍ରୋଣର ଉତ୍ତର ପାଶର୍‌ବ ପର୍ୟ୍ଯନ୍ତ ଗଲା। ସଠାେରକ୍ସ୍ଟ ସେ ଶକ୍କରେୋନ୍ ସୀମା ପର୍ୟ୍ଯନ୍ତ ବିସ୍ତୃତ ଥିଲାଓ ବାଲା ପର୍ବତ ରେ ପଡି ୟବନିଯଲେ ପର୍ୟ୍ଯନ୍ତ ଥିଲା। ସହେି ସୀମାର ପ୍ରାନ୍ତ ଭାଗ ସମକ୍ସ୍ଟଦ୍ର ଥିଲା।

ଯିହୋଶୂୟ 15:12

ପଶ୍ଚିମ ସୀମା ସହା ସମକ୍ସ୍ଟଦ୍ର ଓ ତହିଁର ଅଞ୍ଚଳ ପର୍ୟ୍ଯନ୍ତ ଥିଲା। ନିଜ ନିଜ ବଂଶ ଅନକ୍ସ୍ଟସା ରେ ୟିହକ୍ସ୍ଟଦା ସନ୍ତାନଗଣର ଚତକ୍ସ୍ଟର୍ଦ୍ଦିଗସ୍ଥିତ ସୀମା ଏହିପରି ଥିଲା।

ଯିହୋଶୂୟ 15:47

ଅସଦୋଦ, ତା'ର ଉପନଗର, ଓ ଗ୍ରାମମାନ, ଘାସ, ତହିଁର ଉପନଗର ଓ ଗ୍ରାମଗକ୍ସ୍ଟଡିକ, ମିଶରନଦୀ ଓ ସହାସମକ୍ସ୍ଟଦ୍ର ଓ ତହିଁର ଅଞ୍ଚଳ ପର୍ୟ୍ଯନ୍ତ।

ଯିହୋଶୂୟ 23:4

ମାରେମନେଅଛି, ମୁ ତୁମ୍ଭମାନଙ୍କୁ ୟର୍ଦ୍ଦନ ନଦୀର ମଧ୍ଯବର୍ତ୍ତୀ ଓ ପଶ୍ଚିମ ଦିଗ ରେ ମହା ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ଭୂମି ତୁମ୍ଭମାନଙ୍କର ଅଧିକାର ପାଇଁ ଦଇେଅଛି। ଅଧିକୃତ ହାଇେ ନଥିବା ଦେଶ ତକ୍ସ୍ଟମ୍ଭ ଦ୍ବାରା ଅଧିକୃତ ହବେ। କିନ୍ତୁ ତୁମ୍ଭମାନେେ ସଗେକ୍ସ୍ଟଡିକ ଏ ପର୍ୟ୍ଯନ୍ତ ନିଜ ଅଧିନକକ୍ସ୍ଟ ଆଣି ପାରିନାହିଁ।

ଯିହିଜିକଲ 47:10

ଏବଂ ତୁମ୍ଭେ ତାହା ନିକଟରେ ମତ୍ସ୍ଯଧରାଳି ଠିଆ ହାଇେଥିବାର ଦେଖିପାରିବ। ଐନଗଦୀଠାରୁ ଐନଇଗ୍ଲଇମ୍ ପର୍ୟ୍ଯନ୍ତ ଜାଲ ପକାଇବାର ସ୍ଥାନ ହବେ। ସଠାେ ରେ ବିଭିନ୍ନ ଜାତିର ଓ ବିଭିନ୍ନ ପ୍ରକାରର ମାଛ ଧରିବା ପାଇଁ ଜାଲ ପକାଇବେ। ଏବଂ ଏହାର ମାଛସବୁ ଭୂମଧ୍ଯ ସାଗରର ମାଛ ପରି ଅନକେ ପ୍ରକାର ହବେେ।

ଯିହିଜିକଲ 47:15

ପୁଣି ଦେଶର ସୀମା ଏହି ହବେ। ଉତ୍ତର ଦିଗ ରେ ହିତଲୋନ ପଥ ନିକଟସ୍ଥ ମହାସମୁଦ୍ର ଠାରୁ ସଦାଦର ପ୍ରବେଶ ସ୍ଥାନ ପର୍ୟ୍ଯନ୍ତ।

ଯିହିଜିକଲ 47:20

ପୁଣି ଦକ୍ଷିଣ ସୀମାଠାରୁ ହମାତର ସମ୍ମୁଖ ସ୍ଥାନ ପର୍ୟ୍ଯନ୍ତ ମହାସମୁଦ୍ର ପଶ୍ଚିମ ସୀମା ହବେ। ଏହା ପଶ୍ଚିମ ସୀମା।

Interlinear

Choose Theme