Home Bibles ☰ Books ଗଣନା ପୁସ୍ତକ 35:32 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 35:32 · ଓଡ଼ିଆ ବାଇବେଲ

ପୁଣି କୌଣସି ହତ୍ଯାକାରୀ ଆଶ୍ରଯ ନଗରରୁ ପଳାଇୟାଇ ପୁନର୍ବାର ଆପଣା ଦେଶକୁ ଫରେିଆସିବାକୁ ଅନୁମତି ଦବୋ ନିମନ୍ତେ କୌଣସି ପ୍ରାପ୍ଯ ଗ୍ରହଣୀଯ ନ ହେଁ ମହାୟାଜକ ମୃତ୍ଯୁବରଣ ନକରିବା ପର୍ୟ୍ଯନ୍ତ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 4:12

ତାହାଙ୍କ ବ୍ଯତୀତ ଅନ୍ୟ କାହା ପାଖ ରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହା ଦ୍ବାରା କି ଆମ୍ଭେ ଉଦ୍ଧାର ପାଇପାରିବା।

ଗାଲାତୀୟଙ୍କ ପ୍ରତି ପତ୍ର 2:21

ଏହି ଅନୁଗ୍ରହସହଉଛି ପରଲମଶ୍ବରଙ୍କର। ଏହାସମା ପାଇଁ ବହୁତ ମହତ୍ବପୂର୍ଣ୍ଣ ଅଲଟ। କାରଣ ଯଦି ନିୟମ ଦ୍ବାରା ଧାର୍ମିକ ଗଣିତସହବା ସମ୍ଭବସହାଇଥାଆନ୍ତା, ତାସହଲଲ ଖ୍ରୀଷ୍ଟ ବିନା କାରଣସର ନିଜର ପ୍ରାଣ ବିସର୍ଜନ କରି ନ ଥାଆନ୍ତଲ।

ଗାଲାତୀୟଙ୍କ ପ୍ରତି ପତ୍ର 3:10

କିନ୍ତୁ ଯେଉଁମାନେ ବ୍ଯବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସମାନେେ ଅଭିଶାପଗ୍ରସ୍ତ। କାରଣ, ଯେପରି ବ୍ଯବସ୍ଥାମାନଙ୍କ ରେ ଲଖାେଅଛି : ଯାହା ବ୍ଯବସ୍ଥା272 ରେ ଲଖାେଅଛି ସେ ସବୁକୁ ପୂର୍ଣ୍ଣଭାବରେ ପାଳନ କରିବା ଉଚିତ, ନ ହେଲେ ସେ ଲୋକ ଅଭିଶାପଗ୍ରସ୍ତ ହବେ।273

ଗାଲାତୀୟଙ୍କ ପ୍ରତି ପତ୍ର 3:22

କିନ୍ତୁ ଏହା ସତ୍ଯ ନୁହେଁ। ଶାସ୍ତ୍ର ଘୋଷଣା କରେ ଯେ, ସବୁ ଲୋକ ପାପର ଅଧୀନ ଅଟନ୍ତି। ଏଭଳି ଘାଷେଣାର ଉଦ୍ଦେଶ୍ଯ ହେଲା ଯେ, ବିଶ୍ବାସ ମାଧ୍ଯମ ରେ ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ। ଯେଉଁମାନେ ଯୀଶୁଖ୍ରୀଷ୍ଟଙ୍କୁ ବିଶ୍ବାସ କରନ୍ତି, ସହେି ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:9

ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :

Interlinear

Choose Theme