ତୁମ୍ଭମାନେେ ଯେଉଁ ଦେଶ ରେ ଅଛ, ମୁଁ ସଠାେରେ ବାସ କରୁଅଛି। ତାହାକୁ ଅଶୁଚି କର ନାହିଁ। କାରଣ ମୁଁ ସ୍ବଯଂ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରୁଅଛି।
Cross references
ପରମେଶ୍ବର ଏହା ମଧ୍ଯ କହିଲେ, ସମାନେେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ରସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ମୁଁ ସମାନଙ୍କେ ମଧିଅରେ ବାସ କରିବି।
ମୁଁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରିବି ଏବଂ ସମାନଙ୍କେର ପରମେଶ୍ବର ହବେି।
ତୁମ୍ଭମାନେେ ଏହିସବୁ ମଧ୍ଯରୁ କୌଣସି କ୍ରିଯା ଦ୍ବାରା ନିଜକୁ ଅଶୁଚି କରନାହିଁ। କାରଣ ଆମ୍ଭେ ଯେଉଁ ଦେଶୀଯ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସମାନେେ ଏହିସବୁ କ୍ରୀଯା ଦ୍ବାରା ଅଶୁଚି ହାଇେଅଛନ୍ତି।
ସମାନେେ ଦେଶକୁ ଅଶୁଚି କରିଛନ୍ତି। ଏଣୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉ ଅଛୁ ଓ ସହେି ଦେଶ ତାହାର ନାବାସୀମାନଙ୍କୁ ଉଦ୍ଗାର କରୁଅଛି।
ମୁଁ ତୁମ୍ଭଙ୍କୁ କହିଲି, ସମାନଙ୍କେର ଭୂମି ତୁମ୍ଭେ ଅକ୍ତିଆର କରିବ, ମୁଁ କହିବି ଏହା ତୁମ୍ଭେ ଅକ୍ତିଆର କର। ଏହା ଗୋଟିଏ ଭୂମି ଯେଉଁଠା ରେ ଦୁଧ ଓ ମଧୁ ବହି ଯାଉଥାଏ।
ପୁରୁଷ ବା ସ୍ତ୍ରୀ ୟିଏ ହେଉନା କାହିଁକି ଛାଉଣୀର ବାହା ରେ ତୁମ୍ଭେ ସମାନଙ୍କେୁ ରଖିବ। ୟଦ୍ବାରା ଯେଉଁ ଛାଉଣୀ ମଧିଅରେ ଆମ୍ଭେ ବାସ କରୁ, ତାହା ସମାନେେ ଅଶୁଚି କରିବେ ନାହିଁ।
ସମାନେେ ଏକତ୍ର ହାଇେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ କହିଲେ, ତୁମ୍ଭମାନେେ ନିଜକୁ ବହୁତ ଗୁରୁତର ଦଖାଇେଲ। ମଣ୍ତଳୀର ପ୍ରେତ୍ୟକକ ବ୍ଯକ୍ତି ପବିତ୍ର ଓ ସଦାପ୍ରଭୁ ସମାନଙ୍କେ ମଧିଅରେ ବାସ କରୁଛନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କ ମଣ୍ତଳି ଉପରେ କାହିଁକି ପ୍ରଭୁତ୍ବ ଦଖାେଉଛ?
ତକ୍ସ୍ଟମ୍ଭମାନେ ଯଦି ଏପରି କର, ସଦାପ୍ରଭୁଙ୍କର କୋରଧ ତକ୍ସ୍ଟମ୍ଭ ପ୍ରତିକୂଳ ରେ ପ୍ରଜ୍ବଳିତ ହବେ ଓ ସେ ଦେଶରକ୍ସ୍ଟ ତୁମ୍ଭକୁ ବିନାଶ କରବେ। କାରଣ ତକ୍ସ୍ଟମ୍ଭ ମଧିଅରେ ଥିବା ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣାର ମହିମା ବଜାଯ ରଖିବା ପାଇଁ ଇର୍ଷାପରାଯଣ ଅଟନ୍ତି।
କିନ୍ତୁ ତା'ର ମୃତ ଶରୀରକକ୍ସ୍ଟ ରାତ୍ରି ତମାମ ଓହଳାଇ ରଖିବା ଉଚିତ୍ ନକ୍ସ୍ଟହଁ। ତା'ର ମୃତ ଶରୀରକକ୍ସ୍ଟ ସହେି ଏକା ଦିନ ରେ କବର ଦିଆୟିବା ଉଚିତ୍। କାରଣ, କହେି ବ୍ଯକ୍ତି ଗଛ ରେ ଝକ୍ସ୍ଟଲା ହାଇେ ରହିଲେ ପରମେଶ୍ବରଙ୍କ ଦ୍ବରା ଅଭିଶାପ ଗ୍ରସ୍ତ ହକ୍ସ୍ଟଏ। ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ଭୂମି ଦଇେଛନ୍ତି ତୁମ୍ଭେ ତାହାକକ୍ସ୍ଟ ଅଶକ୍ସ୍ଟଚି କର ନାହିଁ।
ଇଶ୍ରାୟେଲର ସନ୍ତାନଗଣ ମଧିଅରେ ଆମ୍ଭେ ମନ୍ଦିର ରେ ବାସ କରିବା, ଯେଉଁଟାକି ତୁମ୍ଭେ ଆମ୍ଭ ପାଇଁ ନିର୍ମାଣ କରିଛ ଏବଂ ଆମ୍ଭେ ଆପଣ ଇଶ୍ରାୟେଲର ଲୋକମାନଙ୍କୁ ପରିତ୍ଯାଗ କରିବା ନାହିାଁ
ସଦାପ୍ରଭୁ କହିଲେ, ଏହା ଚିରକାଳ ମାରେ ବିଶ୍ରାମସ୍ଥାନ ହବେ। ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଚାହୁଁ।
ୟିରୁଶାଲମବାସୀ, ସଦାପ୍ରଭୁ ସିୟୋନଠାରୁ ଧନ୍ଯ ହୁଅନ୍ତୁ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।
ପ୍ରେତ୍ୟକକ ଲୋକ କହୁଛନ୍ତି ଯେ ଅନ୍ୟ ଲୋକମାନେ ତାଙ୍କ ବିରୁଦ୍ଧ ରେ ମନ୍ତ୍ରଣା କରୁଛନ୍ତି। ତୁମ୍ଭେ ସେ ସବୁକୁ ବିଶ୍ବାସ କର ନାହିଁ। ଅନ୍ୟ ଲୋକମାନେ ଭୟଭୀତ ହେଲାପରି ତୁମ୍ଭେ ଭୟଭୀତ ହୁଅ ନାହିଁ। ସେ ସବୁକୁ ତୁମ୍ଭେ ଆଦୌ ଭୟ କର ନାହିଁ।'
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
କାରଣ ତୁମ୍ଭେ କହିଲ, ଏହି ଦୁଇ ଜାତି ଏବଂ ଏହି ଦୁଇ ଦେଶ ଇଶ୍ରାୟେଲ ଓ ଯିହୁଦା ମାରେ ହବେେ, ମୁଁ ସମାନଙ୍କେୁ ଅଧିକାର ଦବେି, ଏପରିକି ଯଦିଓ ସଠାେ ରେ ସଦାପ୍ରଭୁ ବାସ କରନ୍ତି।
ଇଶ୍ରାୟେଲୀୟମାନେ ସଦାପ୍ରଭୁଙ୍କ ରାଜ୍ଯ ରେ ରହିପାରିବେ ନାହିଁ। ଇଫ୍ରଯିମ ମିଶରକୁ ଫରେିବ। ଅଶୂରର ଯେଉଁ ଖାଦ୍ୟ ଖାଇବାକୁ ମନା ସହେି ଖାଦ୍ୟ ସମାନେେ ଖାଇବେ।
ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :
ମୁଁ ସିଂହାସନରୁ ଏକ ଉଚ୍ଚ ସ୍ବର ଶୁଣିଲି। ସହେି ସ୍ବର କହିଲା, ବର୍ତ୍ତମାନ ପରମେଶ୍ବରଙ୍କର ବାସସ୍ଥାନ ଲୋକମାନଙ୍କ ପାଖ ରେ ଅଛି। ସେ ସମାନଙ୍କେ ସହିତ ରହିବେ। ସମାନେେ ତାହାଙ୍କର ଲୋକ ହବେେ। ପରମେଶ୍ବର ନିଜେ ସମାନଙ୍କେ ସହିତ ରହିବେ ଓ ସମାନଙ୍କେର ପରମେଶ୍ବର ହବେେ।
କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।