ଗଣନା ପୁସ୍ତକ 35:7 · ଓଡ଼ିଆ ବାଇବେଲ
ସର୍ବମାଟେ ତୁମ୍ଭମାନେେ ଲବେୀୟମାନଙ୍କୁ ଅଠଚାଳିଶଟି ନଗର ଦବେ। ତୁମ୍ଭମାନେେ ସମାନଙ୍କେୁ ନଗର ସହିତ ଚାରଣ ଭୂମି ଦବେ।
Cross references
ଯିହୋଶୂୟ 21:3
ତେଣୁ ଇଶ୍ରାୟେଲର ସନ୍ତାନଗଣ ସଦାପ୍ରଭୁଙ୍କର ଏହି ବାକ୍ଯକକ୍ସ୍ଟ ସମ୍ମାନ ଦେଲେ ଓ ମାନି ନେଲେ। ସମାନେେ ଲବେୀୟମାନଙ୍କୁ ଏହି ସହର ଓ ଭୂମି ଦେଲେ ତାଙ୍କର ପଶକ୍ସ୍ଟ ଚରିବା ପାଇଁ ନିଜର ଅଧିକାର ମଧ୍ଯରକ୍ସ୍ଟ।
ଯିହୋଶୂୟ 21:41
ଏହିପରି ଭାବରେ ଲବେୀୟମାନେ ଅଠଗ୍ଭଳିଷଟି ସହର ଓ ତଳଭୂମି ପାଇଲେ। ଏହି ସମସ୍ତ ଅଞ୍ଚଳ ଅନ୍ୟ ବଂଶଧରଙ୍କର ଅଧିକାର ରେ ଥିଲା।
ପ୍ରଥମ ବଂଶାବଳୀ 6:54
ଏହି ସମସ୍ତ ସ୍ଥାନ ରେ ହାରୋଣଙ୍କ ବଂଶଧରମାନେ ବାସ କଲେ। ସମାନଙ୍କେୁ ଦତ୍ତ ହାଇେଥିବା ଦେଶ ରେ ସମାନେେ ଛାଉଣୀ ମଧିଅରେ ବାସ କଲେ। ଲବେୀୟ ଲୋକମାନଙ୍କୁ ଦିଆୟାଇଥିବା ଦେଶ ରେ କହାତୀଯମାନେ ପ୍ରଥମ ଅଂଶ ପାଇଲେ।