Home Bibles ଗଣନା ପୁସ୍ତକ 36:11 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 36:11 · ଓଡ଼ିଆ ବାଇବେଲ

ଏଣୁ ସଲଫାଦରଙ୍କ କନ୍ଯାଗଣ ଯଥା: ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋଯା, ସମାନଙ୍କେ ପିତୃବ୍ଯ ପୁତ୍ରମାନଙ୍କୁ ବିବାହ କଲେ।

Cross references

ଗଣନା ପୁସ୍ତକ 26:33

ସହେି ହଫରେର ପୁତ୍ର ସଲଫାଦର ପୁତ୍ର ନ ଥିଲା, କବଳେ ପାଞ୍ଚଟି କନ୍ଯା ଥିଲା। ସମାନେେ ହେଲେ ମହଲା, ନୋଯା, ହଗାଲା, ମଲ୍କା ଓ ତିର୍ସା

ଗଣନା ପୁସ୍ତକ 27:1

ଯୋଷଫଙ୍କେ ପୁତ୍ର ମନଃଶି, ମନଃଶିଙ୍କର ପୁତ୍ର ମାଖୀର , ମାଖୀରର ପ୍ରପୌତ୍ର ଗିଲିଯଦ, ଗିଲିଯଦର ପୌତ୍ର ହଫରେ ଓ ହଫରେର ପୁତ୍ର ସଲଫାଦ। ଏହି ସଲଫାଦର ପାଞ୍ଚଟି କନ୍ଯା ଥିଲେ। ସମାନେେ ହେଲେ ମହଲା, ନୋଯା, ହଗାଲା, ମଲ୍କା ଓ ତର୍ସା।

Interlinear

Choose Theme