Home Bibles ☰ Books ଗଣନା ପୁସ୍ତକ 4:12 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 4:12 · ଓଡ଼ିଆ ବାଇବେଲ

ତା'ପରେ ସମାନେେ ସବୋର୍ଥକ ସମସ୍ତ ପବିତ୍ର ପାତ୍ର ନଇେ ନୀଳବର୍ଣ୍ଣ ବସ୍ତ୍ର ମଧିଅରେ ଗୁଡାଇ ରଖିବେ। ସମାନେେ ତାହାକୁ ଶିଶୁକଚର୍ମର ଆଛାଦନ କରିବେ ଏବଂ ତା'ପରେ ତାହାକୁ ଗୋଟିଏ ଖୁଣ୍ଟ ରେ ରଖିବେ।

Cross references

ଯାତ୍ରା ପୁସ୍ତକ 25:9

ପବିତ୍ର ତମ୍ବୁର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର। ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦଖାଇବୋ ସହେି ଅନୁସାରେ ତୁମ୍ଭମାନେେ ସବୁ କରିବ।

ଯାତ୍ରା ପୁସ୍ତକ 31:10

ଯାଜକ ହାରୋଣ ନିମନ୍ତେ ବିଶଷେ ବସ୍ତ୍ର ସୁନ୍ଦର ଭାବରେ ସିଲାଇ କରାୟାଇଛି,

ଗଣନା ପୁସ୍ତକ 3:8

ପୁଣି ସମାନେେ ସମାଗମ ତମ୍ବୁର ସବୋକାର୍ୟ୍ଯ କରିବା ସମୟରେ ସମାଗମ ତମ୍ବୁର ସମସ୍ତ ଦ୍ରବ୍ଯର ରକ୍ଷା କରିବେ ଓ ଇଶ୍ରାୟେଲ ଲୋକମାନଙ୍କର ସବୋ କରିବେ।

ଗଣନା ପୁସ୍ତକ 4:7

ଏହାପରେ ସମାନେେ ପବିତ୍ର ମଜେ ଉପରେ ନୀଳବର୍ଣ୍ଣର ଏକ ବସ୍ତ୍ର ବିଛାଇବା ଉଚିତ୍ ଏବଂ ତାହା ଉପରେ ଥାଳୀ, ଚାମଚ, ପାତ୍ର ଜାର୍ ପଯେ ନବୈେଦ୍ଯ ରଖିବା ଉଚିତ୍। ଦର୍ଶନୀଯ ରୋଟୀ ସବୁବେଳେ ସେଥି ରେ ରଖିବା ଉଚିତ୍।

ଗଣନା ପୁସ୍ତକ 4:9

ଏହାପରେ ସମାନେେ ଏକ ନୀଳବର୍ଣ୍ଣ ବସ୍ତ୍ର ନଇେ ଆ ଲୋକର ଦ୍ବପରୂଖା, ତାହାର ପ୍ରଦୀପ, ତାହାର ଅଗାଂରଧାନୀ ଏବଂ ସମସ୍ତ ତୈଳପାତ୍ରକୁ ଆଛାଦନ କରିବା ଉଚିତ୍।

ଦିତୀୟ ରାଜାବଳୀ 25:14

ଆଉ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିର ରେ ବ୍ଯବହୃତ ହାଣ୍ତି, କରଚୁଲି, କତୁରି, ଚମସ ସଜାପାଇଁ ସରଞ୍ଜାମ ଓ ଅନ୍ୟ ସମସ୍ତ ବସ୍ତୁ ଯାହା ମନ୍ଦିରର ସବୋ ପାଇଁ ବ୍ଯବହାର ହାଇେଥିଲା, ସମାନେେ ନଇେ ଗଲେ।

ପ୍ରଥମ ବଂଶାବଳୀ 9:28

ମନ୍ଦିରର ସବୋକାର୍ୟ୍ଯ ରେ ବ୍ଯବହୃତ ହେଉଥିବା ପାତ୍ରମାନଙ୍କର ଯତ୍ନ ନବୋ କେତକେ ଦ୍ବାରପାଳଙ୍କର କାର୍ୟ୍ଯ ଥିଲା। ସମାନେେ ସହେି ପାତ୍ରଗୁଡ଼ିକୁ ନଇୟିବୋ ସମୟରେ ଗଣି ରଖୁଥିଲେ। ତାହା ପୁଣି, ସହେି ପାତ୍ର ଗୁଡିକୁ ନଇୟିବୋ ସମୟରେ ମଧ୍ଯ ଗଣି ରଖୁଥିଲେ।

ପ୍ରଥମ ବଂଶାବଳୀ 9:29

ଅନ୍ୟ ଦ୍ବାରପାଳମାନେ କାଠ ଆସବାବପତ୍ର ଓ ବିଶଷେ ପାତ୍ରଗୁଡ଼ିକର ଯତ୍ନ ନବୋ ନିମନ୍ତେ ମନୋନୀତ ହାଇେଥିଲେ। ଆହୁରି ମଧ୍ଯ ସମାନେେ ମଇଦା, ଦ୍ରାକ୍ଷାରସ, ତୈଳ, ସୁଗନ୍ଧଦ୍ରବ୍ଯ ଓ ବିଶଷେ ତୈଳର ଯତ୍ନ ନେଉଥିଲେ।

ଦିତୀୟ ବଂଶାବଳୀ 4:11

ହୂରମ ପାତ୍ର, ବଲଚୋ ଓ ବସେିନ୍ସବୁ ନିର୍ମାଣ କଲେ। ଏହିପରି ହୂରମ୍ ପରମେଶ୍ବରଙ୍କୁ ମନ୍ଦିର ରେ ରାଜା ଶ ଲୋମନଙ୍କ ନିମନ୍ତେ ନିଜର କାର୍ୟ୍ଯ ଶଷେ କଲେ।

ଦିତୀୟ ବଂଶାବଳୀ 4:16

ପରମେଶ୍ବରଙ୍କର ମନ୍ଦିର ପାଇଁ ରାଜା ଶଲୋମନଙ୍କ ନିମନ୍ତେ ସମସ୍ତ ବସ୍ତୁ ଏବଂ ପାତ୍ରସବୁ କରଚୁଲି ଓ କଣ୍ଟା ଚାମୁଚ ହୂରମ ତିଆରି କରିଥିଲେ। ଏହି ସମସ୍ତ ଜିନିଷଗୁଡ଼ିକ ସ୍ବଚ୍ଛ ପିତ୍ତଳ ରେ ନିର୍ମିତ ହାଇେଥିଲା।

ଦିତୀୟ ବଂଶାବଳୀ 4:19

ଶଲୋମନ ପରମେଶ୍ବରଙ୍କ ମନ୍ଦିର ରେ ବ୍ଯବହାର ନିମନ୍ତେ ସବୁପାତ୍ର ତିଆରି କରିଥିଲେ। ଶଲୋମନ ଏକ ସ୍ବର୍ଣ୍ଣ ୟଜ୍ଞବଦେୀ ନିର୍ମାଣ କଲେ। ଉପସ୍ଥିତ ରୋଟୀକୁ ଅର୍ପଣ କରିବା ନିମନ୍ତେ ଏକ ମଜେ ନିର୍ମାଣ କଲେ।

ଦିତୀୟ ବଂଶାବଳୀ 4:22

ଆଉ କତୁରୀ, କୁଣ୍ଡ, ପାତ୍ର ଏବଂ ଧୂପଦାନୀସବୁ ଶଲୋମନ ଶୁଦ୍ଧ ସୁନା ରେ ତିଆରି କଲେ। ମନ୍ଦିରର ଦ୍ବାରସବୁ, ମହାପବିତ୍ର ସ୍ଥଳର ଭିତର ଦ୍ବାରସବୁ ଏବଂ ମୁଖ୍ଯ ଗୃହର ଦ୍ବାରସବୁ ଶଲୋମନ ସୁନା ରେ ତିଆରି କଲେ।

Interlinear

Choose Theme