Home Bibles ☰ Books ଗଣନା ପୁସ୍ତକ 4:14 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 4:14 · ଓଡ଼ିଆ ବାଇବେଲ

ଆଉ ତା'ଉପରେ ସମାନେେ ଅଙ୍ଗାରଧାନୀ, ତସଲା, କଣ୍ଟା କୋଦାଳ, ଗହୀରା ପାତ୍ର ପ୍ରଭୃତି ୟଜ୍ଞବଦେୀ ରେ ସବୋର୍ଥକ ସମସ୍ତ ପାତ୍ର ରଖିବେ। ତହୁଁ ସମାନେେ ତାଉପରେ ଶିଶୁକଚର୍ମର ଆଚ୍ଛାଦନ ଦବେେ ଏବଂ କଡା ମଧିଅରେ ସାଙ୍ଗି ଲଗାଇବେ।

Cross references

ଯାତ୍ରା ପୁସ୍ତକ 27:1

ସଦାପ୍ରଭୁ ମାଶାଙ୍କେୁ କହିଲେ, ଏକ ୟଜ୍ଞବଦେୀ ନିର୍ମାଣ କରିବାକୁ ଶିଟୀମ୍ କାଠ ବ୍ଯବହାର କର। ଏହା ଏକ ବର୍ଗ କ୍ଷେତ୍ର ହବୋ ଉଚିତ୍। ଏହାର ର୍ଦୈଘ୍ଯ ଓ ପ୍ରସ୍ଥ ପାଞ୍ଚ ହାତ ଲଖାଏଁେ ହବୋ ଉଚିତ୍। ଏବଂ ଏହାର ଉଚ୍ଚତା ତିନି ହାତ ହବୋ ଉଚିତ୍।

ଯାତ୍ରା ପୁସ୍ତକ 38:1

ଏହାପରେ ନବୈେଦ୍ଯ ଦଗ୍ଧ କରିବା ପାଇଁ ବତ୍ସଲଲେ ଶିଟୀମ୍ କାଠ ରେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଏହି ହାମବଦେେୀଟି ବର୍ଗାକାର ଥିଲା। ଏହାର ର୍ଦୈଘ୍ଯ ପାଞ୍ଚହାତ, ପ୍ରସ୍ଥ ପାଞ୍ଚହାତ ଏବଂ ଉଚ୍ଚତା ତିନିହାତ ଥିଲା।

ଦିତୀୟ ବଂଶାବଳୀ 4:19

ଶଲୋମନ ପରମେଶ୍ବରଙ୍କ ମନ୍ଦିର ରେ ବ୍ଯବହାର ନିମନ୍ତେ ସବୁପାତ୍ର ତିଆରି କରିଥିଲେ। ଶଲୋମନ ଏକ ସ୍ବର୍ଣ୍ଣ ୟଜ୍ଞବଦେୀ ନିର୍ମାଣ କଲେ। ଉପସ୍ଥିତ ରୋଟୀକୁ ଅର୍ପଣ କରିବା ନିମନ୍ତେ ଏକ ମଜେ ନିର୍ମାଣ କଲେ।

Interlinear

Choose Theme