Home Bibles ☰ Books ଗଣନା ପୁସ୍ତକ 4:2 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 4:2 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ଲବେୀର ସନ୍ତାନଗଣ ମଧ୍ଯରୁ କହାତ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ପୁରୁଷମାନଙ୍କୁ ଗଣନା କର।

Cross references

ଗଣନା ପୁସ୍ତକ 3:19

ପୁଣି ଆପଣା ବଂଶ ଅନୁସାରେ କାହାତର ପରିବାରବର୍ଗର ନାମ ଅମ୍ରମ, ୟିଷହର, ହିବ୍ରୋଣ ଓ ଉଷୀଯଲେ।

ଗଣନା ପୁସ୍ତକ 3:27

ପୁଣି କହାତ୍ଠାରୁ ଅମ୍ରମୀଯ ବଂଶ ୟିଷ୍ହରୀଯ ବଂଶ, ଦିବ୍ରୋଣୀଯ ବଂଶ ଓ ଉଷୀଯଲେୀଯ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀଯ ବଂଶ ହେଲେ।

Interlinear

Choose Theme