Home Bibles ☰ Books ଗଣନା ପୁସ୍ତକ 4:22 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 4:22 · ଓଡ଼ିଆ ବାଇବେଲ

ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗେର୍ଶୋନ ପରିବାରକୁ ଗଣନା କର।

Cross references

ଗଣନା ପୁସ୍ତକ 3:18

ଗେର୍ଶୋନ ପରିବାରବର୍ଗର ନାମ ଲାବନି ଓ ଶିମିଯି।

ଗଣନା ପୁସ୍ତକ 3:21

ଗେର୍ଶୋନଠାରୁ ଲିବନି ବଂଶ ଓ ଶିମିଯିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀଯ ବଂଶ।

ଗଣନା ପୁସ୍ତକ 3:24

ପୁଣି ଲାଯଲରେ ପୁତ୍ର ଇଲୀଯାସଫ ଗେର୍ଶୋନୀଯ ପରିବାରବର୍ଗର ଅଧିପତି ଥିଲା।

Interlinear

Choose Theme