Home Bibles ଗଣନା ପୁସ୍ତକ 4:30 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 4:30 · ଓଡ଼ିଆ ବାଇବେଲ

ତିରିଶ ବର୍ଷଠାରୁ ପଚାଶ ବର୍ଷ ପର୍ୟ୍ଯନ୍ତ ବଯସ୍କ ଯେଉଁ ମାନେ ସମାଗମ ତମ୍ବୁ ରେ କାର୍ୟ୍ଯ କରିପାରିବେ, ସମାନଙ୍କେୁ ଗଣନା କରିବ।

Cross references

ଗଣନା ପୁସ୍ତକ 4:3

ତିରିଶ ବର୍ଷଠାରୁ ପଚାଶ ବର୍ଷ ବଯସ୍କ ପର୍ୟ୍ଯନ୍ତ, ଯେଉଁମାନେ ସମାଗମ ତମ୍ବୁ ରେ କାର୍ୟ୍ଯ କରିବାକୁ ୟୋଗ୍ଯ ସମାନଙ୍କେୁ ଗଣନା କର।

ଗଣନା ପୁସ୍ତକ 4:23

ଯେଉଁମାନେ ତିରିଶ ବର୍ଷଠାରୁ ପଚାଶବର୍ଷ ମଧିଅରେ ଓ ସମାଗମ ତମ୍ବୁ ରେ ସବୋ କରି ପାରିବେ, ସମାନଙ୍କେୁ ଗଣନା କର।

ଗୀତସଂହିତା 110:1

ସଦାପ୍ରଭୁ ମାରେ ପ୍ରଭୁଙ୍କୁ କହିଲେ, ମାେ ସହିତ ମାରେ ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ୟ୍ଯନ୍ତ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:11

କିନ୍ତୁ ତୁମ୍ଭେ ଜଣେ ପରମେଶ୍ବରଙ୍କର ଲୋକ। ଅତଏବ ତୁମ୍ଭେ ସହେି ସବୁ ବିଷୟଠାରୁ ଦୂର ରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ବରଙ୍କ ଉପାସନା କର। ତୁମ୍ଭ୍ ଜୀବନ ରେ ବିଶ୍ବାସ, ପ୍ ରମେ, ର୍ଧୈୟ୍ଯ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:4

ଜଣେ ସୈନିକ ତାର ନାୟକକୁ ଖୁସି କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣା ରେ ସେ ନିଜର ସମୟ ଅତିବାହିତ କରେ ନାହିଁ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:7

ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ବାସ ବଜାୟ ରଖିଛି।

Interlinear

Choose Theme