ସମାନେେ ପ୍ରାଙ୍ଗଣର ବାଡର ଖମ୍ବକୁ, ସଗେୁଡିକର ଭିତ୍ତିକୁ, ସଗେୁଡିକର ଖିଲକୁ, ସଗେୁଡିକର ରଜ୍ଜକୁ, ତାହା ସହିତ ସଂୟୁକ୍ତ ସମସ୍ତ ବସ୍ତୁକୁ ବହନ କରିବା ଉଚିତ୍। ତୁମ୍ଭେ ପ୍ରେତ୍ୟକକ ବ୍ଯକ୍ତିକୁ ନିର୍ଦ୍ଧିଷ୍ଟ କାର୍ୟ୍ଯଭାର ବହନ କରିବାକୁ ଦବୋ ଉଚିତ୍।
Cross references
ପବିତ୍ର ତମ୍ବୁର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର। ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦଖାଇବୋ ସହେି ଅନୁସାରେ ତୁମ୍ଭମାନେେ ସବୁ କରିବ।
ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।
ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡା ଛଡ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପା ରେ ଛାଉଣୀ ହାଇେଥିଲା। ଏବଂ ଅଗଣାର ଖମ୍ବର ଛଡସବୁ ରୂପା ରେ ତିଆରି ହାଇେଥିଲା।
ମାଶାେ ଲବେୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁ ରେ ବ୍ଯବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାଯିତ୍ବ ନଇେଥିଲେ ଯାଜକ ହାରୋଣର ପୁତ୍ର ଇଥାମ।
ପୁଣି ସମାନେେ ସମାଗମ ତମ୍ବୁର ସବୋକାର୍ୟ୍ଯ କରିବା ସମୟରେ ସମାଗମ ତମ୍ବୁର ସମସ୍ତ ଦ୍ରବ୍ଯର ରକ୍ଷା କରିବେ ଓ ଇଶ୍ରାୟେଲ ଲୋକମାନଙ୍କର ସବୋ କରିବେ।
ମରାରି ପରିବାରର ସଭ୍ଯମାନେ କାଠପଟାଗୁଡିକ, ଅର୍ଗଳଗୁଡିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀଯ କାର୍ୟ୍ଯର ଦାଯିତ୍ବ ବହନ କରିବେ।
ମାଶାଙ୍କେୁ ସଦାପ୍ରଭୁ ଯେଉଁ ଅନୁସାରେ ଆଜ୍ଞା ଦଇେଥିଲେ, ସହେିପରି ଭାବରେ ସେ ସମାନଙ୍କେର ସବୋ ଓ ଭାର ବହିବା ଅର୍ଥ ଅନୁସାରେ ଗଣ୍ଯ ହେଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାଙ୍କେ ଦ୍ବାରା ଏହା କରାଗଲା।
ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।
ଅନ୍ୟ ଦ୍ବାରପାଳମାନେ କାଠ ଆସବାବପତ୍ର ଓ ବିଶଷେ ପାତ୍ରଗୁଡ଼ିକର ଯତ୍ନ ନବୋ ନିମନ୍ତେ ମନୋନୀତ ହାଇେଥିଲେ। ଆହୁରି ମଧ୍ଯ ସମାନେେ ମଇଦା, ଦ୍ରାକ୍ଷାରସ, ତୈଳ, ସୁଗନ୍ଧଦ୍ରବ୍ଯ ଓ ବିଶଷେ ତୈଳର ଯତ୍ନ ନେଉଥିଲେ।