Home Bibles ☰ Books ଗଣନା ପୁସ୍ତକ 4:37 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 4:37 · ଓଡ଼ିଆ ବାଇବେଲ

ଏହିମାନେ କାହାତୀଯ ବଂଶର ଲୋକ ଯେଉଁମାନେ ସମାଗମ ତମ୍ବୁ ରେ ସବୋକାର୍ୟ୍ଯ ରେ ନିୟୁକ୍ତି ହେଲେ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଓ ହାରୋଣ ସମାନଙ୍କେୁ ଗଣନା କଲେ।

Cross references

ଲେବୀୟ ପୁସ୍ତକ 26:46

ଏହିସବୁ ବ୍ଯବସ୍ଥା, ବିଧି ଓ ଶିକ୍ଷାମାନ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ଦେଲେ। ଏହିସବୁ ବିଧି ଇଶ୍ରାୟେଲ ସନ୍ତାନଗଣ ଓ ସଦାପ୍ରଭୁଙ୍କ ମଧିଅରେ ସ୍ଥାପିତ ହାଇେଥିଲା। ଆଉ ସଦାପ୍ରଭୁ ଏହି ସମସ୍ତ ବିଧି ମାଶାଙ୍କେୁ ସୀନଯ ପର୍ବତ ରେ ଦଇେଥିଲେ ଓ ମାଶାେ ଇଶ୍ରାୟେଲର ଲୋକମାନଙ୍କୁ ତାହା ଦେଲେ।

ଗଣନା ପୁସ୍ତକ 3:16

ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମସ୍ତଙ୍କୁ ଗଣନା କଲେ।

ଗଣନା ପୁସ୍ତକ 4:47

ତିରିଶ ବର୍ଷ ବଯସ୍କଠାରୁ ପଚାଶ ବର୍ଷ ବଯସ୍କ ପର୍ୟ୍ଯନ୍ତ ଯେଉଁମାନେ ସମାଗମ ତମ୍ବୁ ରେ ସବୋକାର୍ୟ୍ଯ ରେ ଓ ଭାର ବହିବା କର୍ମ ରେ ନୀୟୁକ୍ତ ହେଲେ, ସମାନେେ ସମସ୍ତେ ଗଣା ଗଲେ।

ଗଣନା ପୁସ୍ତକ 4:49

ମାଶାଙ୍କେୁ ସଦାପ୍ରଭୁ ଯେଉଁ ଅନୁସାରେ ଆଜ୍ଞା ଦଇେଥିଲେ, ସହେିପରି ଭାବରେ ସେ ସମାନଙ୍କେର ସବୋ ଓ ଭାର ବହିବା ଅର୍ଥ ଅନୁସାରେ ଗଣ୍ଯ ହେଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାଙ୍କେ ଦ୍ବାରା ଏହା କରାଗଲା।

Interlinear

Choose Theme