Home Bibles ☰ Books ଗଣନା ପୁସ୍ତକ 4:46 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 4:46 · ଓଡ଼ିଆ ବାଇବେଲ

ତେଣୁ ମାଶାେ, ହାରୋଣ ଓ ଇଶ୍ରାୟେଲର ଅଧିପତିଗଣ ଲବେୀୟମାନଙ୍କୁ ସମାନଙ୍କେର ପରିବାରବର୍ଗ ଓ ପିତୃଗୃହ ଅନୁସାରେ ଗଣନା କଲେ।

Cross references

ପ୍ରଥମ ବଂଶାବଳୀ 23:3

ଯେଉଁ ଲବେୀୟମାନେ 30 ବର୍ଷ ବଯସ୍କ ଓ ତଦୁଦ୍ଧର୍‌ବ ଥିଲେ, ଦାଉଦ ସମାନଙ୍କେୁ ଗଣନା କଲେ। ସମୁଦାଯ 38,000 ଲବେୀୟ ହେଲେ।

ଦିତୀୟ ବଂଶାବଳୀ 31:17

ଯାଜକମାନଙ୍କୁ ସମାନଙ୍କେର ସଂଗୃହୀତ ବସ୍ତୁର ଅଂଶ ଦଆଯାଉ ଥିଲା। ଏହିସବୁ ବିଭିନ୍ନ ବଂଶରୁ, ଯେଉଁ ଅନୁୟାଯୀ ବଂଶ ଇତିହାସ ରେ ତାଲିକାଭୁକ୍ତ ହାଇେଛନ୍ତି, ତହିଁନୁୟାଯୀ କରାଯାଉଥିଲା। କୋଡ଼ିଏ ବଯସ୍କ ଓ ତଦୁଦ୍ଧର୍‌ବ ବଯସର ଲବେୀୟମାନେ ସମାନଙ୍କେର ସଂଗୃହୀତ ଅଂଶ ପାଉଥିଲେ। ଏହା ସମାନଙ୍କେର ଦାଯିତ୍ବ ଓ ସମାନଙ୍କେର ଦଳାନୁୟାଯୀ ନିରୂପଣ କରାଯାଉଥିଲା।

Interlinear

Choose Theme