Home Bibles ଗଣନା ପୁସ୍ତକ 4:7 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 4:7 · ଓଡ଼ିଆ ବାଇବେଲ

ଏହାପରେ ସମାନେେ ପବିତ୍ର ମଜେ ଉପରେ ନୀଳବର୍ଣ୍ଣର ଏକ ବସ୍ତ୍ର ବିଛାଇବା ଉଚିତ୍ ଏବଂ ତାହା ଉପରେ ଥାଳୀ, ଚାମଚ, ପାତ୍ର ଜାର୍ ପଯେ ନବୈେଦ୍ଯ ରଖିବା ଉଚିତ୍। ଦର୍ଶନୀଯ ରୋଟୀ ସବୁବେଳେ ସେଥି ରେ ରଖିବା ଉଚିତ୍।

Cross references

ଯାତ୍ରା ପୁସ୍ତକ 25:23

ଶିଟୀମ୍ କାଠ ରେ ଏକ ମଜେ ପ୍ରସ୍ତୁତ କର। ସହେି ମଜେଟି ଦୁଇ ହାତ ଲମ୍ବ ଏକ ହସ୍ତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।

ଯାତ୍ରା ପୁସ୍ତକ 37:10

ଏହାପରେ ସେ ଶିଟୀମ୍ କାଠ ରେ ଏକ ମଜେ ତିଆରି କଲେ। ଏହାର ଲମ୍ବ ଦୁଇହାତ, ଏକହାତ ଚଉଡା, ଦେଢହାତ ଉଚ୍ଚତା ଥିଲା।

ଲେବୀୟ ପୁସ୍ତକ 24:5

ଆଉ ତୁମ୍ଭେ ସରୁ ମଇଦା ନଇେ ତହିଁରେ ବାର ଗୋଟି ପିଠା ପ୍ରସ୍ତୁତ କରିବ, ପ୍ରେତ୍ୟକକ ପିଠା ଏକ ଐଫାର ଦୁଇ ଦଶମାଂଶ ହବେ।

Interlinear

Choose Theme