Home Bibles ଗଣନା ପୁସ୍ତକ 5:15 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 5:15 · ଓଡ଼ିଆ ବାଇବେଲ

ତବେେ ସହେି ପୁରୁଷ ନିଜ ସ୍ତ୍ରୀକୁ ଯାଜକ ନିକଟକୁ ଆଣିବ, ତା'ର ଉପହାର ଐଫାର ଦଶମାଂଶ ବାର୍ଲି ମଇଦା ଆଣିବ, ତହିଁ ଉପରେ ସେ ତୈଳ ଢାଳିବ ନାହିଁ, ଅବା ଧୂପ ସେଥି ରେ ସଂୟୋଗ କରିବ ନାହିଁ, କାରଣ ତାହା ଇର୍ଷାର ଶସ୍ଯ ନବୈେଦ୍ଯ, ତାହାର ଦୋଷକୁ ଅନାବୃତ କରିବା ପାଇଁ ଏହି ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରାଗଲା।

Cross references

ଲେବୀୟ ପୁସ୍ତକ 1:2

ତୁମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ଯରୁ କହେି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ଉତ୍ସର୍ଗ କରେ, ତବେେ ସେ ନିଜ ପାଳିତ ଗୋରୁ, ମଷେ କିମ୍ବା ଛଳେି ଉତ୍ସର୍ଗ କରୁ।

ଲେବୀୟ ପୁସ୍ତକ 2:1

ଆଉ କହେି ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଶସ୍ଯ ନବୈେଦ୍ଯ ଆଣିଲେ, ତାହା ଅତି ସୂକ୍ଷ୍ମ ମଇଦା ରେ ନବୈେଦ୍ଯ ହବେ। ପୁଣି ସେଥି ରେ ସେ ତୈଳ ଢାଳିବ ଓ ତା'ଉପରେ ଲୋବାନି ରଖିବ।

ଲେବୀୟ ପୁସ୍ତକ 5:11

ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତବେେ ସେ ପାପାର୍ଥକ ନବୈେଦ୍ଯ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥି ରେ ତୈଳ ଦବୋ ଉଚିତ୍ ନୁହେଁ କି ସୁଗନ୍ଧି ହବୋ ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନବୈେଦ୍ଯ ।

ପ୍ରଥମ ରାଜାବଳୀ 17:18

ସହେି ସ୍ତ୍ରୀ ଲୋକଟି ଏଲିଯକୁ କହିଲେ, ହେ ପରମେଶ୍ବରଙ୍କ ଲୋକ, ମାେ ବିରୁଦ୍ଧ ରେ ତୁମ୍ଭର କ'ଣ ଅଛି? ତୁମ୍ଭେ କ'ଣ ମାରେ ପାପ ସ୍ମରଣ କରଇବୋକୁ ଓ ମାରେପୁତ୍ରର ମୃତ୍ଯୁର କାରଣ ହବୋ ପାଇଁ ଆସିଅଛ?

ଯିହିଜିକଲ 29:16

ପୁଣି କବେେ ହେଲେ ଇଶ୍ରାୟେଲ ମିଶର ଉପ ରେ ଭରସା କରିବ ନାହିଁ, ଅପରନ୍ତୁ ଏହା ସମାନଙ୍କେର ଦୋଷ ମନେ ପକାଇ ଦବେ, ଯେତବେେଳେ ସମାନେେ ସମାନଙ୍କେର ସାହାୟ୍ଯ ପାଇଁ ମିଶର ଆଡ଼କୁ ବୁଲିବେ, ତାହା ହେଲେ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଓ ପ୍ରଭୁ ଅଟେ।

ହୋଶେୟ 3:2

ଏହି କାରଣ ପାଇଁ ମୁଁ ଗୋମରଙ୍କୁ ପନ୍ଦର ଖଣ୍ତ ରେ ୗପ୍ୟ ଓ ଏକ ହୋମର ବାର୍ଲି ଦଇେ କିଣିଲି।

ଏବ୍ରୀ 10:3

ସମାନେେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସମାନଙ୍କେୁ ସମାନଙ୍କେର ପାପଗୁଡ଼ିକ ସ୍ମରଣ କରାଇ ଦିଏ।

Interlinear

Choose Theme