ତହୁଁ ଯାଜକ ସହେି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଉପସ୍ଥିତ କରିବ ଓ ସହେି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସହେି ଭକ୍ଷ୍ଯ ନବୈେଦ୍ଯ, ଅର୍ଥାତ୍ ଈର୍ଷାର ଭକ୍ଷ୍ଯ ନବୈେଦ୍ଯ ଯାହା ତା'ର ଦୋଷକୁ ଅନାବୃତ କରେ, ତାହାର ହସ୍ତ ରେ ଦବେ; ପୁଣି ଯାଜକ ଆପଣା ହସ୍ତ ରେ ଶାପ ଜନକ ତିକ୍ତ ଜଳ ରଖିବ ତାହା ଅଭିଶାପ ଆଣିବ।
Cross references
ପୁଣି ଯେଉଁ ଲୋକ କୁଷ୍ଠ ରୋଗୀ, ତାହାର ବସ୍ତ୍ର ଚିରାୟିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ନିଜର ଉପର ଓଷ୍ଠ ବସ୍ତ୍ର ରେ ଢାଙ୍କିବ। ପୁଣି ଅଶୁଚି, ଅଶୁଚି ବୋଲି ଚିତ୍କାର କରିବ।
ତବେେ ସହେି ପୁରୁଷ ନିଜ ସ୍ତ୍ରୀକୁ ଯାଜକ ନିକଟକୁ ଆଣିବ, ତା'ର ଉପହାର ଐଫାର ଦଶମାଂଶ ବାର୍ଲି ମଇଦା ଆଣିବ, ତହିଁ ଉପରେ ସେ ତୈଳ ଢାଳିବ ନାହିଁ, ଅବା ଧୂପ ସେଥି ରେ ସଂୟୋଗ କରିବ ନାହିଁ, କାରଣ ତାହା ଇର୍ଷାର ଶସ୍ଯ ନବୈେଦ୍ଯ, ତାହାର ଦୋଷକୁ ଅନାବୃତ କରିବା ପାଇଁ ଏହି ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରାଗଲା।
ଯାଜକ ଗୋଟିଏ ମାଟି ପାତ୍ର ରେ ପବିତ୍ର ଜଳ ନବେ ଓ କିଛି ଧୂଳି ପବିତ୍ର ତମ୍ବୁର ଚଟାଣରୁ ନଇେ ପାଣି ରେ ପକାଇବ।
ତହିଁରେ 'ଏହି ଶାପଜନକ ଜଳ ତୁମ୍ଭ ଉଦର ଭିତରକୁ ୟିବ ଏବଂ ତୁମ୍ଭର ପ୍ରଜନନ ଅଙ୍ଗକୁ ଫୁଲାଇ ପଡିୟିବାର କାରଣ ହବେ, ଏବଂ ସହେି ସ୍ତ୍ରୀ କହିବ ଆମେନ୍! ଆମେନ୍!
ତା'ପରେ ଯାଜକ ସହେି ସ୍ତ୍ରୀକୁ ଶାପଜନକ ତିକ୍ତଜଳ ପିଆଇବ। ତହିଁରେ ସହେି ଶାପଜନକ ତିକ୍ତଜଳ ତା'ର ଉଦର ରେ ପ୍ରବେଶକରିବ ଏବଂ କଷ୍ଟ ଦବୋର କାରଣ ହବେ, ଯଦି ସେ ଦୋଷୀ।
ଏଥିପାଇଁ ତୁମ୍ଭେ ସାବଧାନ ହବେ। ସହେି ଦେଶୀଯ ଲୋକମାନଙ୍କ ଦବେତାଗଣର ପଶ୍ଚାଦ୍ ଗାମୀ ହାଇେ ସବୋ କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କଠାରକ୍ସ୍ଟ ଯାହାର ହୃଦଯ ବିମକ୍ସ୍ଟଖ ହକ୍ସ୍ଟଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, ପରିବାର କି ବଂଶ ଯମେନ୍ତ ତୁମ୍ଭମାନଙ୍କ ମଧିଅରେ ନ ରହେ, ଯମେନ୍ତ ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧିଅରେ ନରହେ।
ତା'ପରେ, ଅଗାଗ୍ ଲୌହ ଶିଙ୍କକ୍ସ୍ଟଳି ରେ ବନ୍ଧା ହାଇେ ତାଙ୍କ ଆଗକକ୍ସ୍ଟ ଅଣାଗଲା।
କିନ୍ତୁ ଶଷେ ରେ ସେ ତିକ୍ତତା ଓ ୟନ୍ତ୍ରଣା ଆଣିବ। ୟନ୍ତ୍ରଣା ଯାହା ବିଷତୁଲ୍ଯ ଓ ତୀକ୍ଷ୍ମ ଖଣ୍ଡାତୁଲ୍ଯ ଆଘାତ କରେ।
ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ଯୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା'ର ହୃଦଯ ଏକ ୟନ୍ତାପରି। ତା'ର ହସ୍ତଦ୍ବଯ ଶୃଙ୍ଖଳ ଅଟେ। ଯେ କହେି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ବାରା ଧରାୟିବ।
ଦେଖ, ମାରଦେୁଃଖ ଚାଲିୟାଇଛି, ବର୍ତ୍ତମାନ ମାରେଶାନ୍ତି ଆସିଛି। ମାତ୍ର ତୁମ୍ଭେ ମାେତେ ପ୍ ରମେ କରି ବିନାଶ କୂପରୁ ମାରେ ପ୍ରାଣକୁ ଉଦ୍ଧାର କଲ। କାରଣ ତୁମ୍ଭେ ମାେତେ କ୍ଷମା କରି ମାରେସମସ୍ତ ପାପକୁ ପଛକୁ ପକାଇ ଦଇେଛ।
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦବେ। ଓ ତୁମ୍ଭର ବିପଥଗାମୀତ୍ବ ତୁମ୍ଭକୁ ଶିକ୍ଷା ଦବେ। ତୁମ୍ଭେ ଉତ୍ତମ ରୂପେ ବିବଚେନା କର। ତାହା ହେଲେ ତୁମ୍ଭେ ବୁଝିବ ଯେ ପରମେଶ୍ବରଙ୍କୁ ପରିତ୍ଯାଗ କରି ତୁମ୍ଭେ କି ଅପରାଧ କରିଛ। ଆମ୍ଭ ବିଷଯକ ଭୟ ତୁମ୍ଭ ମଧିଅରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷଯ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ। ମାରେ ପ୍ରଭୁ ସୈନ୍ଯାଧିପତି ସଦାପ୍ରଭୁ ଏହା କହନ୍ତି।
ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା' ହେଲ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷ ରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।
କିନ୍ତୁ ଯଦି ଜଣେ ସ୍ତ୍ରୀର ଲମ୍ବା ବାଳ ଅଛି, ଏହା ତା'ପାଇଁ ଗୌରବର ବିଷୟ। ମସ୍ତକ ଆଚ୍ଛାଦନ କରିବା ପାଇଁ ସ୍ତ୍ରୀକୁ ଦୀର୍ଘ କେଶ ପ୍ରଦାନ କରାଯାଇଛି।
ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।
ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।
ମୁଁ ତୁମ୍ଭ କାର୍ୟ୍ଯ ବିଷୟ ରେ ଜାଣେ, ମୁଁ ତୁମ୍ଭର ପ୍ ରମେ, ବିଶ୍ବାସ, ସବୋ, ଓ ର୍ଧୈୟ୍ଯ ବିଷୟ ରେ ମଧ୍ଯ ଜାଣେ। ମୁଁ ଜାଣେ, ତୁମ୍ଭେ ଆରମ୍ଭ ରେ କରିଥିବା କାର୍ୟ୍ଯ ଅପେକ୍ଷା ଅଧିକ କାର୍ୟ୍ଯ କରୁଛ।
ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମାେତେ କହିଲେ, ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପଟେକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।