ଏକ ମନୁଷ୍ଯକୁ, ଯାହାକୁ ହାନିକାରକ ଚର୍ମରୋଗ ପ୍ରମହେ ଓ ୟିଏ ମୃତଶବକୁ ଛୁଇଁଥାଏ ସେ ନିଶ୍ଚଯ ଛାଉଣୀରୁ ବାହାରକୁ ୟିବ, ଇଶ୍ରାୟେଲ ଲୋକମାନଙ୍କୁ ଏହି ଆଜ୍ଞା ଦିଅ।
Cross references
ପୁଣି ଯେଉଁ ଲୋକ କୁଷ୍ଠ ରୋଗୀ, ତାହାର ବସ୍ତ୍ର ଚିରାୟିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ନିଜର ଉପର ଓଷ୍ଠ ବସ୍ତ୍ର ରେ ଢାଙ୍କିବ। ପୁଣି ଅଶୁଚି, ଅଶୁଚି ବୋଲି ଚିତ୍କାର କରିବ।
ତାହାଠା ରେ ଯେତଦେିନ ୟାଏ ଘା' ରହିବ, େସତଦେିନ ୟାଏ ସେ ଅଶୁଚି ରହିବ, ସେ ଅଶୁଚି ଯୋଗୁଁ ଏକାକୀ ବାସ କରିବ ଓ ଛାଉଣୀର ବାହା ରେ ତାହାର ବାସସ୍ଥାନ ରହିବ।
ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ଯଦି କୌଣସି ପୁରୁଷର ଲିଙ୍ଗରୁ ଧାତୁ କ୍ଷରିତ ହୁଏ, ସେ ଅଶୁଚି ଘୋଷିତ ହାବୋ ଉଚିତ୍।
ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ହାରୋଣଙ୍କ ପୁତ୍ର ଯାଜକଗଣଙ୍କୁ କୁହ, ଜଣେ ଯାଜକ ଏକ ମୃତ୍ଯୁବ୍ଯକ୍ତିକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ।
ମାତ୍ର କେତକେ ଲୋକ ମନୁଷ୍ଯର ଶବ ସ୍ପର୍ଶ କରି ଅଶୁଚି ହବୋରୁ ସହେିଦିନ ସମାନେେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ। ଏଥିପାଇଁ ସମାନେେ ସହେିଦିନ ମାଶାେ ଓ ହାରୋଣଙ୍କ ନିକଟକୁ ଆସିଲେ।
ସଦାପ୍ରଭୁ ମାଶାଙ୍କେୁ କହିଲେ, ଯଦି ତା'ର ପିତା ତା'ର ମୁଁହ ରେ ଛପେ ପକାଇଥାନ୍ତା, ସେ କ'ଣ ସାତଦିନ ଲଜ୍ଜିତା ହାଇେ ନ ଥାନ୍ତା? ତେଣୁ ସେ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ଅନ୍ୟମାନଙ୍କଠାରୁ ହାଇେ ରହୁ, ତା'ପରେ ସେ ଛାଉଣୀ ଭିତରକୁ ଆସିପାରିବ।
ଯଦି କହେି କୌଣସି ମନୁଷ୍ଯର ଶବ ଛୁଏଁ, ତବେେ ସାତଦିନ ପର୍ୟ୍ଯନ୍ତ ଅଶୁଚି ରହିବ।
କୌଣସି ମନୁଷ୍ଯ ତୁମ୍ବୁ ଭିତ ରେ ମଲେ ତହିଁର ବ୍ଯବସ୍ଥା ଏହି। ଯେ କହେି ସହେି ତମ୍ବୁ ରେ ଥାଏ ଓ ଯେ କହେି ସହେି ତମ୍ବୁକୁ ଆ ସେ ସେ ସାତଦିନ ପାଇଁ ଅଶୁଚି ହାଇେ ରହିବ।
ପୁଣି କହେି ଯଦି ଖାେଲା କ୍ଷେତ୍ର ରେ ୟୁଦ୍ଧ ରେ ନିହତ ମୃତ ଦହେ ମନୁଷ୍ଯ ଅସ୍ଥି କିମ୍ବା କବର ଛୁଏଁ, ତବେେ ସେ ସାତଦିନ ୟାଏ ଅଶୁଚି ରହିବ।
ତୁମ୍ଭମାନଙ୍କ ମଧ୍ଯରୁ ଯେଉଁମାନେ ମନୁଷ୍ଯ ହତ୍ଯା କରି ଅଛନ୍ତି କିମ୍ବା ମୃତ ଶରୀରକୁ ସ୍ପର୍ଶ କରିଅଛନ୍ତି, ସମାନେେ ସାତଦିନ ଛାଉଣୀ ବାହା ରେ ରହିବେ। ସମାନେେ ଓ ତୁମ୍ଭର ବନ୍ଦୀମାନେ ତୃତୀୟ ଦିନ ରେ ଓ ସପ୍ତମ ଦିନ ରେ ନିଜକୁ ଶୁଚି କରିବା ଉଚିତ୍।
ତୁମ୍ଭମାନେେ ମାରାତ୍ମକ ଚର୍ମ ରୋଗ ପ୍ରତି ସାବଧାନ ହବୋ ଉଚିତ୍। ଲବେୀୟ ଯାଜକମାନେ ତୁମ୍ଭକୁ ଯେଉଁସବୁ ଶିକ୍ଷା ଦିଅନ୍ତି, ତଦନକ୍ସ୍ଟସା ରେ କର୍ମକରିବା ପାଇଁ ଯତ୍ନ ପୂର୍ବକ ମନୋୟୋଗ କର। ମୁ ସମାନଙ୍କେୁ ଯେଉଁ ପରି ଆଜ୍ଞା ଦଇେଅଛ ସହେିରୂପେ କରିବାକୁ ତୁମ୍ଭମାନେେ ମନୋୟୋଗ କରିବ ଉଚିତ୍।
ସହେି ସମୟରେ ନଗରଦ୍ବାର ପ୍ରବେଶ ସ୍ଥାନ ରେ ଗ୍ଭରିଜଣ କୁଷ୍ଠୀ ଥିଲେ। ସମାନେେ ପରସ୍ପରକୁ କହିଲେ, ଆମ୍ଭମାନେେ ମୃତ୍ଯୁକୁ ଅପେକ୍ଷା କରି ଏଠା ରେ କାହିଁକି ବସିଅଛୁ?