Home Bibles ଗଣନା ପୁସ୍ତକ 5:29 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 5:29 · ଓଡ଼ିଆ ବାଇବେଲ

ଏହା ଇର୍ଷାଜନକ ବ୍ଯବସ୍ଥା, ଯଥା: ସ୍ତ୍ରୀ ସ୍ବାମୀର ଅଧୀନ ରେ ଥାଉ ଥାଉ ବିପଥଗାମୀ ହାଇେ ଅଶୁଚି ହେଲେ।

Cross references

ଲେବୀୟ ପୁସ୍ତକ 7:11

ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ନିମ୍ନ ବ୍ଯବସ୍ଥା ଅଟେ।

ଲେବୀୟ ପୁସ୍ତକ 11:46

ସମସ୍ତ ଯୋଗା ପ୍ରାଣୀ, ପକ୍ଷୀ ଓ ଅନ୍ୟ ପୃଥିବୀସ୍ଥିତ ପ୍ରାଣୀମାନଙ୍କ ବିଷଯ ରେ ଏହି ବ୍ଯବସ୍ଥା ସବୁ ଅଟେ। ସମସ୍ତ ଜଳଚର ଓ ଉରୋଗାମୀ ପ୍ରାଣୀମାନଙ୍କ ବିଷଯ ରେ ମଧ୍ଯ ଏହି ବ୍ଯବସ୍ଥା ଅଟେ।

ଲେବୀୟ ପୁସ୍ତକ 13:59

ବସ୍ତ୍ର ହେଉ ବା ଚର୍ମ ନିର୍ମିତ ଦ୍ରବ୍ଯ ହେଉ କିମ୍ବା ଟାଣୀର ହେଉ, କୁଷ୍ଠ ଦାଗ ବିଷଯ ରେ ଶୁଚି ବୋଲି ପ୍ରମାଣ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ଯବସ୍ଥା ଏହା ଅଟେ।

ଲେବୀୟ ପୁସ୍ତକ 14:54

କୁଷ୍ଠ ରୋଗର ଯେକୌଣସି ଘା' ଓ ଛଉର ଏହିସବୁ ବ୍ଯବସ୍ଥା।

ଲେବୀୟ ପୁସ୍ତକ 15:32

ଧାତୁ ସ୍ରାବ ଓ ବିର୍ୟ୍ଯ କ୍ଷରଣ ହେଉଥିବା ଲୋକମାନଙ୍କ ପାଇଁ ଏହିସବୁ ବିଧି। ଏବଂ ଏହାଦ୍ବାରା ଅଶୁଚି ହୁଏ।

ଗଣନା ପୁସ୍ତକ 5:12

ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ କୁହ, କୌଣସୀ ମନୁଷ୍ଯର ସ୍ତ୍ରୀ ଯବେେ ବିପଥଗାମିନୀ ହାଇେ ତାହା ବିରୁଦ୍ଧ ରେ ସତ୍ଯ ଲଘଂନ କରେ,

ଗଣନା ପୁସ୍ତକ 5:15

ତବେେ ସହେି ପୁରୁଷ ନିଜ ସ୍ତ୍ରୀକୁ ଯାଜକ ନିକଟକୁ ଆଣିବ, ତା'ର ଉପହାର ଐଫାର ଦଶମାଂଶ ବାର୍ଲି ମଇଦା ଆଣିବ, ତହିଁ ଉପରେ ସେ ତୈଳ ଢାଳିବ ନାହିଁ, ଅବା ଧୂପ ସେଥି ରେ ସଂୟୋଗ କରିବ ନାହିଁ, କାରଣ ତାହା ଇର୍ଷାର ଶସ୍ଯ ନବୈେଦ୍ଯ, ତାହାର ଦୋଷକୁ ଅନାବୃତ କରିବା ପାଇଁ ଏହି ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରାଗଲା।

ଗଣନା ପୁସ୍ତକ 5:19

ଆଉ ଯାଜକ ସହେି ସ୍ତ୍ରୀକୁ ଶପଥ କରାଇ କହିବ, 'ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶଯନ କରି ଶରୀର ମିଳନ ନଥାଏ, ତୁମ୍ଭେ ଯେତବେେଳେ ତୁମ୍ଭ ସ୍ବାମୀକୁ ବିବାହ କରିଥିଲ, ତବେେ ଏହି ଶାପୟୁକ୍ତ ତିକ୍ତ ଜଳ ତୁମ୍ଭ ଉପରେ କୌଣସି ପ୍ରଭାବ ପକାଇବ ନାହିଁ।

ଯିଶାଇୟ 5:7

ଇଶ୍ରାଲୟଲରସଗାଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମଯଙ୍କର ଦ୍ରାକ୍ଷାକ୍ଷଲତ ଓ ଯିହୁଦାରସଲାଲକ ତାଙ୍କର ପ୍ରିଯ ଦ୍ରାକ୍ଷାକ୍ଷଲତ ଓ ଯିହୁଦାରସଲାଲକ ତାଙ୍କର ପ୍ରିଯ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ।

ଯିହିଜିକଲ 33:26

ତୁମ୍ଭମାନେେ ନିଜ ନିଜ ଖଡ୍ଗ ଉପ ରେ ନିର୍ଭର କରୁଅଛ। ଆଉ ପାପ ଯୋଗ୍ଯ କର୍ମ କରୁଅଛ ଓ ପ୍ରେତ୍ୟକକ ନିଜ ନିଜ ପ୍ରତିବେଶୀର ସ୍ତ୍ରୀକୁ ପାପ ବ୍ଯଭିଚାରୀ ଦ୍ବାରା ଅଶୁଚି କରୁଅଛ। ତେଣୁ ତୁମ୍ଭମାନଙ୍କୁ କାହିଁକି ଦେଶଧିକାର ଦିଆୟିବ ?'

Interlinear

Choose Theme