Home Bibles ଗଣନା ପୁସ୍ତକ 6:27 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 6:27 · ଓଡ଼ିଆ ବାଇବେଲ

ତା'ପରେ ସଦାପ୍ରଭୁ କହିଲେ, ଏହିରୂପେ ହାରୋଣ ଓ ତାଙ୍କର ସନ୍ତାନଗଣ ଇଶ୍ରାୟେଲୀୟମାନଙ୍କ ଉପରେ ଆମ୍ଭର ନାମ ରଖିବେ, ତହିଁରେ ଆମ୍ଭେ ସମାନଙ୍କେୁ ଆଶୀର୍ବାଦ କରିବା।

Cross references

ଆଦି ପୁସ୍ତକ 12:2

ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।

ଆଦି ପୁସ୍ତକ 32:26

ଆଉ ସହେି ଲୋକଟି ଯାକୁବକୁ କହିଲା, ମାେତେ ୟିବାକୁ ଦିଅ କାରଣ ପ୍ରଭାତ ହାଇଗେଲା।

ଆଦି ପୁସ୍ତକ 32:29

ଏହାପରେ ଯାକୁବ ତାଙ୍କୁ ପଚାରିଲା, ଦୟାକରି ତୁମ୍ଭର ନାମ କୁହ।

ଯାତ୍ରା ପୁସ୍ତକ 3:13

ଏହାପରେ ମାଶାେ ପରମେଶ୍ବରଙ୍କୁ କହିଲେ, ଯଦି ମୁଁ ଇଶ୍ରାୟେଲୀୟ ଲୋକମାନଙ୍କ ନିକଟକୁ ୟାଇ କ ହେ, 'ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବର ମାେତେ ପଠାଇଛନ୍ତି,' ଏହାପରେ ଲୋକମାନେ ଯଦି ମାେତେ ପଚାରନ୍ତି, 'ତାଙ୍କର ନାମ କ'ଣ?' ମୁଁ ତାଙ୍କୁ କ'ଣ କହିବି?

ଯାତ୍ରା ପୁସ୍ତକ 6:3

ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବକୁ ଦର୍ଶନ ଦଇେଥିଲୁ। ସମାନେେ ଆମ୍ଭଙ୍କୁ ସର୍ବଶକ୍ତିମାନ ପରମେଶ୍ବର ବୋଲି କହିଥିଲେ। ସମାନେେ ଆମ୍ଭର ନାମ ସଦାପ୍ରଭୁ ବୋଲି ଜାଣି ନଥିଲେ।

ଯାତ୍ରା ପୁସ୍ତକ 34:5

ସଦାପ୍ରଭୁ ମେଘ ରେ ତାଙ୍କ ନିକଟକୁ ଓହ୍ଲାଇ ଆସିଲେ। ସଠାେରେ ତାଙ୍କ ସହିତ ଠିଆ ହାଇେ ସଦାପ୍ରଭୁ ତାଙ୍କର ନାମ ୟିହୋବା ବୋଲି ଘାଷେଣା କଲେ।

ଗଣନା ପୁସ୍ତକ 23:20

ଦେଖ, ସଦାପ୍ରଭୁ ମାେତେ ଆଶୀର୍ବାଦ କରିବାକୁ ଆଜ୍ଞା ଦଇେଛନ୍ତି। ସେ ନିଜେ ମଧ୍ଯ ଆଶୀର୍ବାଦ କରିଛନ୍ତି। ଏଣୁ ମୁଁ ଏହା ଅନ୍ୟଥା କରି ନପା ରେ।

ଦିତୀୟ ବିବରଣ 28:10

ଏହାପରେ ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ପ୍ରସିଦ୍ଦ ଅଛ ବୋଲି, ଦେଶର ସମସ୍ତ ଲୋକ ଦେଖିବେ ଓ ସମାନେେ ତକ୍ସ୍ଟମ୍ଭ ବିଷଯ ରେ ଭୟ କରିବେ।

ଦିତୀୟ ଶାମୁୟେଲ 7:23

ତୁମ୍ଭର ଇଶ୍ରାୟେଲୀୟ ଲୋକମାନଙ୍କ ପରି ଆଉ କୌଣସି ଦେଶ ନାହିଁ। ସମାନେେ ଗୋଟିଏ ବିଶଷେ ଲୋକ ଅଟନ୍ତି। ସଦାପ୍ରଭୁ ସମାନଙ୍କେୁ ମିଶରର ଦାସତ୍ବରକ୍ସ୍ଟ ମକ୍ସ୍ଟକ୍ତ କରି ଅଛନ୍ତି, ତାଙ୍କର ଲୋକ କରିବା ପାଇଁ ଏବଂ ସମାନଙ୍କେ ପାଇଁ ମହତ କର୍ମ ଓ ତକ୍ସ୍ଟମ୍ଭ ଦେଶ ପାଇଁ ଆଶ୍ଚର୍ୟ୍ଯ କର୍ମ କରନ୍ତି।

ପ୍ରଥମ ବଂଶାବଳୀ 4:10

ୟାବେଷ୍ ଇଶ୍ରାୟେଲର ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମାେତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମାେତେ ଅଧିକ ଦେଶ ରାଜତ୍ବ କରିବାକୁ ଦିଅ। ତୁମ୍ଭେ ମାରେ ପାଶେ ପାଶେ ରୁହ ଓ ମାେତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତବେେ ମାହେର କୌଣସି କଷ୍ଟ ହବେ ନାହିଁ। ୟାବେଷ୍ ଯାହାକିଛି ମାଗିଲେ, ପରମେଶ୍ବର ତାକୁ ସହେିସବୁ ପ୍ରଦାନ କଲେ।

ଦିତୀୟ ବଂଶାବଳୀ 7:14

ସେତବେେଳେ ଯଦି ଆମ୍ଭ ନାମ ରେ ନାମିତ ଲୋକମାନେ ନମ୍ର ହବେେ ଓ ପ୍ରାର୍ଥନା କରିବେ ଓ ଆମ୍ଭକୁ ଖାଜେିବେ, ଆଉ ସମାନଙ୍କେର ମନ୍ଦ ପଥରୁ ଫରେିଆସିବେ, ସେତବେେଳେ ଆମ୍ଭେ ସ୍ବର୍ଗରୁ ସମାନଙ୍କେର ପ୍ରାର୍ଥନା ଶୁଣିବା। ଆଉ, ଆମ୍ଭେ ସମାନଙ୍କେର ମନ୍ଦ ପଥରୁ ଫରେି ଆସିବେ, ସେତବେେଳେ ଆମ୍ଭେ ସ୍ବର୍ଗରୁ ସମାନଙ୍କେର ପ୍ରାର୍ଥନା ଶୁଣିବା। ଆଉ, ଆମ୍ଭେ ସମାନଙ୍କେର ପାପସବୁ କ୍ଷମା କରିବା ଓ ଆମ୍ଭେ ସମାନଙ୍କେର ଦେଶକୁ ସୁସ୍ଥ କରିବା।

ଗୀତସଂହିତା 5:12

ହେ ସଦାପ୍ରଭୁ ଯେତବେେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର, ତୁମ୍ଭେ ସମାନଙ୍କେୁ ବିରାଟ ଢ଼ାଲ ସଦୃଶ ସମସ୍ତ କୁକାର୍ୟ୍ଯରୁ ରକ୍ଷା କର।

ଗୀତସଂହିତା 67:7

ପରମେଶ୍ବର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତୁ।

ଗୀତସଂହିତା 115:12

ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି। ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ଇଶ୍ରାୟେଲକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ଯ ଆଶୀର୍ବାଦ କରିବେ।

ଯିଶାଇୟ 43:7

ଆମ୍ଭ ନାମ ରେ ଖ୍ଯାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍େଥ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ଯକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।'

ଯିରିମିୟ 14:9

ତୁମ୍ଭେ ଜଣେ ଦ୍ବନ୍ଦ ରେ ପଡ଼ିଥିବା ମନୁଷ୍ଯ ତୁଲ୍ଯ ଓ ଉଦ୍ଧାର କରିବାକୁ ଅସମର୍ଥ ବୀର ସଦୃଶ ହେଉଅଛ। କିନ୍ତୁ, ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧିଅରେ ଅଛ। ଆମ୍ଭମାନେେ ତୁମ୍ଭ ନାମ ରେ ଖ୍ଯାତ ଅଟୁ। ତେଣୁ ଆମ୍ଭମାନଙ୍କୁ ପରିତ୍ଯାଗ କର ନାହିଁ।

ଦାନିଏଲ 9:18

ହେ ମାରେ ପରମେଶ୍ବର, କର୍ଣ୍ଣ ଡରେି ଶୁଣ। ଆପଣା ଚକ୍ଷୁ ମଲେି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମ ରେ ଖ୍ଯାତି ଏହି ନଗର ଅବସ୍ଥା ଦେଖ। ଆମ୍ଭମାନେେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବଦନେ କରୁଅଛୁ।

ଦାନିଏଲ 9:19

ହେ ସଦାପ୍ରଭୁ ଶୁଣ, ହେ ସଦାପ୍ରଭୁ କ୍ଷମା କର, ହେ ପରମେଶ୍ବର ଅବଧାନ ପୂର୍ବକ କର୍ମ କର। ବିଳମ୍ବ କରନାହିଁ, ହେ ମାରେ ପରମେଶ୍ବର ନିଜର ନାମ ସକାେଶ କର୍ମ କର। କାରଣ ତୁମ୍ଭର ନଗର ଏ ତୁମ୍ଭର ଲୋକମାନେ ତୁମ୍ଭ ନାମ ରେ ଖ୍ଯାତ ଅଟନ୍ତି।

ମାଥିଉଲିଖିତ ସୁସମାଚାର 28:19

ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।

ଏଫିସୀୟଙ୍କ ପ୍ରତି ପତ୍ର 1:3

ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।

Interlinear

Choose Theme